Online Bibel

- Annoncer -




2 ବଂଶାବଳୀ 11:15 - ପବିତ୍ର ବାଇବଲ

15 ଯାରବିୟାମ୍ ଉଚ୍ଚସ୍ଥାନମାନଙ୍କରେ ସେବାକାର୍ଯ୍ୟ କରିବା ନିମନ୍ତେ ସ୍ୱୟଂ ଯାଜକମାନଙ୍କୁ ମନୋନୀତ କଲେ, ଯେଉଁ ସ୍ଥାନମାନଙ୍କରେ କି ସେ ନିର୍ମାଣ କରିଥିବା ଛେଳି ଓ ବାଛୁରିର ପ୍ରତିମା ସ୍ଥାପନ କରିଥିଲେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

15 ପୁଣି, ସେ ଉଚ୍ଚସ୍ଥଳୀସକଳର ଓ ଛାଗ (ଦେବତା-ମାନଙ୍କର) ଓ ସ୍ଵର୍ଣ୍ଣନିର୍ମିତ ଗୋବତ୍ସସକଳର ନିମନ୍ତେ ଆପଣାର ଯାଜକ ନିଯୁକ୍ତ କଲେ।

Se kapitlet Kopi

ଓଡିଆ ବାଇବେଲ

15 ପୁଣି, ସେ ଉଚ୍ଚସ୍ଥଳୀସକଳର ଓ ଛାଗ ଦେବତାମାନଙ୍କର ଓ ସ୍ୱର୍ଣ୍ଣନିର୍ମିତ ଗୋବତ୍ସସକଳର ନିମନ୍ତେ ଆପଣାର ଯାଜକ ନିଯୁକ୍ତ କଲେ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି, ସେ ଉଚ୍ଚସ୍ଥଳୀସକଳର ଓ ଛାଗ ଦେବତାମାନଙ୍କର ଓ ସ୍ୱର୍ଣ୍ଣନିର୍ମିତ ଗୋବତ୍ସସକଳର ନିମନ୍ତେ ଆପଣାର ଯାଜକ ନିଯୁକ୍ତ କଲେ।

Se kapitlet Kopi




2 ବଂଶାବଳୀ 11:15

Følg os:

Annoncer


Annoncer