Online Bibel

- Annoncer -




2 ବଂଶାବଳୀ 11:20 - ପବିତ୍ର ବାଇବଲ

20 ଏହା ପରେ ରିହବିୟାମ୍ ମାଖାଙ୍କୁ ବିବାହ କଲେ। ମାଖା ଅବଶାଲୋମଙ୍କ ଝିଅ ଥିଲେ। ଆଉ ମାଖା ରିହବିୟାମଙ୍କୁ ଏହି ସନ୍ତାନମାନଙ୍କୁ ଦେଲେ: ଅବିୟ, ଅତୟ, ସୀଷ ଓ ଶଲୋମୀତ୍।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

20 ଏଥି ଉତ୍ତାରେ ରିହବୀୟାମ୍ ଅବଶାଲୋମର କନ୍ୟା ମାଖାକୁ ବିବାହ କଲେ; ସେ ସ୍ତ୍ରୀ ତାଙ୍କ ଔରସରେ ଅବୀୟ ଓ ଅତ୍ୟ ଓ ସୀଷ ଓ ଶଲୋମୀତକୁ ଜାତ କଲା।

Se kapitlet Kopi

ଓଡିଆ ବାଇବେଲ

20 ଏଥିଉତ୍ତାରେ ରିହବୀୟାମ ଅବଶାଲୋମର କନ୍ୟା ମାଖାକୁ ବିବାହ କଲେ; ସେ ସ୍ତ୍ରୀ ତାଙ୍କ ଔରସରେ ଅବୀୟ ଓ ଅତ୍ତୟ ଓ ସୀଷ ଓ ଶଲୋମୀତ୍‍କୁ ଜାତ କଲା।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏଥିଉତ୍ତାରେ ରିହବୀୟାମ ଅବଶାଲୋମର କନ୍ୟା ମାଖାକୁ ବିବାହ କଲେ; ସେ ସ୍ତ୍ରୀ ତାଙ୍କ ଔରସରେ ଅବୀୟ ଓ ଅତ୍ତୟ ଓ ସୀଷ ଓ ଶଲୋମୀତ୍‍କୁ ଜାତ କଲା।

Se kapitlet Kopi




2 ବଂଶାବଳୀ 11:20

Følg os:

Annoncer


Annoncer