2 ବଂଶାବଳୀ 11:22 - ପବିତ୍ର ବାଇବଲ22 ରିହବିୟାମ୍ ମାଖାର ପୁତ୍ର ଅବିୟଙ୍କୁ ତାଙ୍କ ନିଜ ଭ୍ରାତାମାନଙ୍କ ମଧ୍ୟରେ ନେତା ହେବା ନିମନ୍ତେ ମନୋନୀତ କଲେ। ରିହବିୟାମ୍ ଅବିୟଙ୍କୁ ରାଜା କରିବା ନିମନ୍ତେ ଯୋଜନା କରିଥିବାରୁ ଏହିପରି କଲେ। Se kapitletପବିତ୍ର ବାଇବଲ (Re-edited) - (BSI)22 ପୁଣି ରିହବୀୟାମ୍ ମାଖାର ପୁତ୍ର ଅବୀୟକୁ ପ୍ରଧାନ ଓ ତାହାର ଭ୍ରାତୃଗଣ ମଧ୍ୟରେ ଅଧିପତି କଲେ; କାରଣ ତାହାକୁ ରାଜା କରିବା ପାଇଁ ତାଙ୍କର ମନ ଥିଲା। Se kapitletଓଡିଆ ବାଇବେଲ22 ପୁଣି ରିହବୀୟାମ ମାଖାର ପୁତ୍ର ଅବୀୟକୁ ପ୍ରଧାନ ଓ ତାହାର ଭ୍ରାତୃଗଣ ମଧ୍ୟରେ ଅଧିପତି କଲେ; କାରଣ ତାହାକୁ ରାଜା କରିବା ପାଇଁ ତାଙ୍କର ମନ ଥିଲା। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି ରିହବୀୟାମ ମାଖାର ପୁତ୍ର ଅବୀୟଙ୍କୁ ପ୍ରଧାନ ଓ ତାହାର ଭ୍ରାତୃଗଣ ମଧ୍ୟରେ ଅଧିପତି କଲେ; କାରଣ ତାହାକୁ ରାଜା କରିବା ପାଇଁ ତାଙ୍କର ମନ ଥିଲା। Se kapitlet |