Online Bibel

- Annoncer -




2 ବଂଶାବଳୀ 12:16 - ପବିତ୍ର ବାଇବଲ

16 ରିହବିୟାମ୍ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ ବିଶ୍ରାମ ନେଲେ। ରିହବିୟାମଙ୍କୁ ଦାଉଦଙ୍କ ନଗରରେ କବର ଦିଆଗଲା। ଏହା ପରେ ରିହବିୟାମଙ୍କ ପୁତ୍ର ଅବିୟ ନୂତନ ରାଜା ହେଲେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

16 ଏଉତ୍ତାରେ ରିହବୀୟାମ୍ ଆପଣା ପିତୃଗଣ ସହିତ ଶୟନ କରି ଦାଉଦ-ନଗରରେ କବର ପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଅବୀୟ ତାଙ୍କ ପଦରେ ରାଜ୍ୟ କଲେ।

Se kapitlet Kopi

ଓଡିଆ ବାଇବେଲ

16 ଏଉତ୍ତାରେ ରିହବୀୟାମ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ କବର ପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଅବୀୟ ତାଙ୍କ ପଦରେ ରାଜ୍ୟ କଲେ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏଉତ୍ତାରେ ରିହବୀୟାମ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଅବୀୟ ତାଙ୍କ ପଦରେ ରାଜ୍ୟ କଲେ।

Se kapitlet Kopi




2 ବଂଶାବଳୀ 12:16

Følg os:

Annoncer


Annoncer