Online Bibel

- Annoncer -




2 ବଂଶାବଳୀ 13:13 - ପବିତ୍ର ବାଇବଲ

13 କିନ୍ତୁ ଯାରବିୟାମ୍ ଅବିୟଙ୍କ ସୈନ୍ୟଦଳର ପଛେ ପଛେ ଗୋପନରେ ଯିବା ନିମନ୍ତେ ଏକ ଦଳ ସୈନ୍ୟଙ୍କୁ ପଠାଇଲେ। ଯାରବିୟା‌ମଙ୍କ ସୈନ୍ୟଦଳ ଯିହୁଦୀୟଙ୍କ ସୈନ୍ୟଦଳର ସମ୍ମୁଖରେ ଥିଲେ। ଯାରବିୟା‌ମଙ୍କ ସୈନ୍ୟଦଳରୁ ଲୁଚି ରହିଥିବା ସୈନ୍ୟମାନେ ଯିହୁଦାର ପଶ୍ଚାତ୍‌ରେ ଥିଲେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

13 ତଥାପି ଯାରବୀୟାମ୍ ସେମାନଙ୍କ ଆକ୍ରମଣାର୍ଥେ ପଶ୍ଚାଦ୍ଦିଗରେ ଗୋପନରେ ସୈନ୍ୟ ରଖିଲେ; ଏଣୁ ଲୋକମାନେ ଯିହୁଦାର ଆଗରେ ଓ ସେହି ଗୁପ୍ତ ଦଳ ସେମାନଙ୍କ ପଛରେ ରହିଲେ।

Se kapitlet Kopi

ଓଡିଆ ବାଇବେଲ

13 ତଥାପି ଯାରବୀୟାମ୍‍ ସେମାନଙ୍କ ଆକ୍ରମଣାର୍ଥେ ପଶ୍ଚାଦ୍ଦିଗରେ ଗୋପନରେ ସୈନ୍ୟ ରଖିଲେ; ଏଣୁ ଲୋକମାନେ ଯିହୁଦାର ଆଗରେ ଓ ସେହି ଗୁପ୍ତ ଦଳ ସେମାନଙ୍କ ପଛରେ ରହିଲେ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତଥାପି ଯାରବୀୟାମ ସେମାନଙ୍କ ଆକ୍ରମଣାର୍ଥେ ପଶ୍ଚାଦ୍ଦିଗରେ ଗୋପନରେ ସୈନ୍ୟ ରଖିଲେ; ଏଣୁ ଲୋକମାନେ ଯିହୁଦାର ଆଗରେ ଓ ସେହି ଗୁପ୍ତ ଦଳ ସେମାନଙ୍କ ପଛରେ ରହିଲେ।

Se kapitlet Kopi




2 ବଂଶାବଳୀ 13:13

Følg os:

Annoncer


Annoncer