2 ବଂଶାବଳୀ 13:15 - ପବିତ୍ର ବାଇବଲ15 ଏହା ପରେ ଯିହୁଦାର ଲୋକମାନେ ଜୋର୍ରେ ଚିତ୍କାର କଲେ। ଯିହୁଦାର ଲୋକମାନେ ଯେତେବେଳେ ଜୋର୍ରେ ଚିତ୍କାର କଲେ, ପରମେଶ୍ୱର ଯାରବିୟାମଙ୍କ ସୈନ୍ୟଦଳକୁ ପରାସ୍ତ କଲେ। ଇସ୍ରାଏଲରୁ ଆଗତ ଯାରବିୟାମଙ୍କ ସମସ୍ତ ସୈନ୍ୟଦଳ ଯିହୁଦାରୁ ଆଗତ ଅବିୟଙ୍କ ସୈନ୍ୟଦଳ ଦ୍ୱାରା ପରାସ୍ତ ହେଲେ। Se kapitletପବିତ୍ର ବାଇବଲ (Re-edited) - (BSI)15 ସେତେବେଳେ ଯିହୁଦାର ଲୋକମାନେ ସିଂହନାଦ କଲେ; ଆଉ ଯିହୁଦାର ଲୋକମାନେ ସିଂହନାଦ କରିବା ସମୟରେ ପରମେଶ୍ଵର ଅବୀୟ ଓ ଯିହୁଦାର ସମ୍ମୁଖରେ ଯାରବୀୟାମ୍ଙ୍କୁ ସମସ୍ତ ଇସ୍ରାଏଲକୁ ଆଘାତ କଲେ। Se kapitletଓଡିଆ ବାଇବେଲ15 ସେତେବେଳେ ଯିହୁଦାର ଲୋକମାନେ ସିଂହନାଦ କଲେ; ଆଉ ଯିହୁଦାର ଲୋକମାନେ ସିଂହନାଦ କରିବା ସମୟରେ ପରମେଶ୍ୱର ଅବୀୟ ଓ ଯିହୁଦାର ସମ୍ମୁଖରେ ଯାରବୀୟାମଙ୍କୁ ଓ ସମସ୍ତ ଇସ୍ରାଏଲକୁ ଆଘାତ କଲେ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେତେବେଳେ ଯିହୁଦାର ଲୋକମାନେ ସିଂହନାଦ କଲେ; ଆଉ ଯିହୁଦାର ଲୋକମାନେ ସିଂହନାଦ କରିବା ସମୟରେ ପରମେଶ୍ୱର ଅବୀୟ ଓ ଯିହୁଦାର ସମ୍ମୁଖରେ ଯାରବୀୟାମଙ୍କୁ ଓ ସମସ୍ତ ଇସ୍ରାଏଲକୁ ଆଘାତ କଲେ। Se kapitlet |