2 ବଂଶାବଳୀ 13:6 - ପବିତ୍ର ବାଇବଲ6 କିନ୍ତୁ ଯାରବିୟାମ୍ ତାଙ୍କର ମାଲିକଙ୍କର ବିରୁଦ୍ଧରେ ଉଠିଲେ। ନବାଟର ପୁତ୍ର ଯାରବିୟାମ୍ ଦାଉଦଙ୍କ ପୁତ୍ର ଶଲୋମନଙ୍କ ଜଣେ ଦାସର ପୁତ୍ର ଥିଲା। Se kapitletପବିତ୍ର ବାଇବଲ (Re-edited) - (BSI)6 ତଥାପି ଦାଉଦଙ୍କର ପୁତ୍ର ଶଲୋମନଙ୍କ ଦାସ ଯେ ନବାଟର ପୁତ୍ର ଯାରବୀୟାମ୍, ସେ ଉଠି ଆପଣା ପ୍ରଭୁର ବିଦ୍ରୋହୀ ହୋଇଅଛି। Se kapitletଓଡିଆ ବାଇବେଲ6 ତଥାପି ଦାଉଦଙ୍କର ପୁତ୍ର ଶଲୋମନଙ୍କ ଦାସ ଯେ ନବାଟର ପୁତ୍ର ଯାରବୀୟାମ୍, ସେ ଉଠି ଆପଣା ପ୍ରଭୁର ବିଦ୍ରୋହୀ ହୋଇଅଛି।” Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତଥାପି ଦାଉଦଙ୍କର ପୁତ୍ର ଶଲୋମନଙ୍କ ଦାସ ଯେ ନବାଟର ପୁତ୍ର ଯାରବୀୟାମ, ସେ ଉଠି ଆପଣା ପ୍ରଭୁର ବିଦ୍ରୋହୀ ହୋଇଅଛି। Se kapitlet |