2 ବଂଶାବଳୀ 14:10 - ପବିତ୍ର ବାଇବଲ10 ଆସା ସେରହଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରିଲେ। ମାରେଶାର ସଫାଥା ଉପତ୍ୟକାର ମାରେଶାହ ନିକଟରେ ଯୁଦ୍ଧ କରିବା ନିମନ୍ତେ ଆସାଙ୍କ ସୈନ୍ୟଦଳ ପ୍ରସ୍ତୁତ ହୋଇ ରହିଲେ। Se kapitletପବିତ୍ର ବାଇବଲ (Re-edited) - (BSI)10 ସେତେବେଳେ ଆସା ତାହାକୁ ଭେଟିବାକୁ ଯାଆନ୍ତେ, ସେମାନେ ମାରେଶା ନିକଟସ୍ଥ ସଫାଥା ଉପତ୍ୟକାରେ ଯୁଦ୍ଧ ସଜାଇଲେ। Se kapitletଓଡିଆ ବାଇବେଲ10 ସେତେବେଳେ ଆସା ତାହାକୁ ଭେଟିବାକୁ ଯାଆନ୍ତେ, ସେମାନେ ମାରେଶା ନିକଟସ୍ଥ ସଫାଥା ଉପତ୍ୟକାରେ ଯୁଦ୍ଧ ସଜାଇଲେ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେତେବେଳେ ଆସା ତାହାକୁ ଭେଟିବାକୁ ଯାଆନ୍ତେ, ସେମାନେ ମାରେଶା ନିକଟସ୍ଥ ସଫାଥା ଉପତ୍ୟକାରେ ଯୁଦ୍ଧ ସଜାଇଲେ। Se kapitlet |