Online Bibel

- Annoncer -




2 ବଂଶାବଳୀ 14:14 - ପବିତ୍ର ବାଇବଲ

14 ଆସା ଓ ତାଙ୍କର ସୈନ୍ୟଦଳ ଗରା‌ର୍‌ର ନିକଟସ୍ଥ ସମସ୍ତ ସହର ଉପରେ ବିଜୟଲାଭ କଲେ। ସେହି ସହରଗୁଡ଼ିକରେ ବାସ କରୁଥିବା ଲୋକମାନେ ସଦାପ୍ରଭୁଙ୍କୁ ଭୟ କଲେ। ସେହି ସହରଗୁଡ଼ିକରେ ଅନେକ ବହୁମୂଲ୍ୟ ପଦାର୍ଥମାନ ରହିଥିଲା। ଆସାଙ୍କ ସୈନ୍ୟଦଳ ସେହି ସହରଗୁଡ଼ିକରୁ ସେହି ସମସ୍ତ ବହୁମୂଲ୍ୟ ପଦାର୍ଥଗୁଡ଼ିକୁ ନେଇଗଲେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

14 ଆଉ, ସେମାନେ ଗରାର୍ର ଚତୁର୍ଦ୍ଦିଗସ୍ଥ ନଗରସବୁ ଆଘାତ କଲେ; କାରଣ ସଦାପ୍ରଭୁଙ୍କ ଭୟ ସେହିସବୁ ନଗର ଉପରେ ଉପସ୍ଥିତ ହେଲା; ପୁଣି ସେମାନେ ସମସ୍ତ ନଗର ଲୁଟ କଲେ; କାରଣ ତହିଁ ମଧ୍ୟରେ ଅନେକ ଲୁଟଦ୍ରବ୍ୟ ଥିଲା।

Se kapitlet Kopi

ଓଡିଆ ବାଇବେଲ

14 ଆଉ, ସେମାନେ ଗରାରର ଚତୁର୍ଦ୍ଦିଗସ୍ଥ ନଗରସବୁ ଆଘାତ କଲେ; କାରଣ ସଦାପ୍ରଭୁଙ୍କ ଭୟ ସେହିସବୁ ନଗର ଉପରେ ଉପସ୍ଥିତ ହେଲା; ପୁଣି ସେମାନେ ସମସ୍ତ ନଗର ଲୁଟ କଲେ; କାରଣ ତହିଁ ମଧ୍ୟରେ ଅନେକ ଲୁଟଦ୍ରବ୍ୟ ଥିଲା।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ, ସେମାନେ ଗରାରର ଚତୁର୍ଦ୍ଦିଗସ୍ଥ ନଗରସବୁ ଆଘାତ କଲେ; କାରଣ ସଦାପ୍ରଭୁଙ୍କ ଭୟ ସେହି ସବୁ ନଗର ଉପରେ ଉପସ୍ଥିତ ହେଲା; ପୁଣି ସେମାନେ ସମସ୍ତ ନଗର ଲୁଟ କଲେ; କାରଣ ତହିଁ ମଧ୍ୟରେ ଅନେକ ଲୁଟଦ୍ରବ୍ୟ ଥିଲା।

Se kapitlet Kopi




2 ବଂଶାବଳୀ 14:14

Følg os:

Annoncer


Annoncer