Online Bibel

- Annoncer -




2 ବଂଶାବଳୀ 14:5 - ପବିତ୍ର ବାଇବଲ

5 ଆସା ଆହୁରି ମଧ୍ୟ ଯିହୁଦାର ସମସ୍ତ ସହରଗୁଡ଼ିକରେ ଥିବା ଉଚ୍ଚସ୍ଥାନ ଓ ସୁଗନ୍ଧି ଧୂପର ବେଦିଗୁଡ଼ିକ ଧ୍ୱଂସ କରିଦେଲେ। ତେଣୁ ଆସା ରାଜା ଥିବା ସମୟରେ ରାଜ୍ୟରେ ଶାନ୍ତି ରହିଲା।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

5 ଆହୁରି, ସେ ଯିହୁଦାର ସମସ୍ତ ନଗରରୁ ଉଚ୍ଚସ୍ଥଳୀ ଓ ସୂର୍ଯ୍ୟପ୍ରତିମାସବୁ ଦୂର କଲେ ଓ ତାଙ୍କ ସମ୍ମୁଖରେ ରାଜ୍ୟ ସୁସ୍ଥିର ହେଲା।

Se kapitlet Kopi

ଓଡିଆ ବାଇବେଲ

5 ଆହୁରି, ସେ ଯିହୁଦାର ସମସ୍ତ ନଗରରୁ ଉଚ୍ଚସ୍ଥଳୀ ଓ ସୂର୍ଯ୍ୟ-ପ୍ରତିମାସବୁ ଦୂର କଲେ ଓ ତାଙ୍କ ସମ୍ମୁଖରେ ରାଜ୍ୟ ସୁସ୍ଥିର ହେଲା।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆହୁରି, ସେ ଯିହୁଦାର ସମସ୍ତ ନଗରରୁ ଉଚ୍ଚସ୍ଥଳୀ ଓ ସୂର୍ଯ୍ୟ-ପ୍ରତିମାସବୁ ଦୂର କଲେ ଓ ତାଙ୍କ ସମ୍ମୁଖରେ ରାଜ୍ୟ ସୁସ୍ଥିର ହେଲା।

Se kapitlet Kopi




2 ବଂଶାବଳୀ 14:5

Følg os:

Annoncer


Annoncer