Online Bibel

- Annoncer -




2 ବଂଶାବଳୀ 14:8 - ପବିତ୍ର ବାଇବଲ

8 ଆସାଙ୍କର ଯିହୁଦା ବଂଶରୁ 300,000 ଓ ବିନ୍ୟାମୀନ ବଂଶରୁ 280,000 ଲୋକଙ୍କର ଏକ ସୈନ୍ୟଦଳ ଥିଲା। ଯିହୁଦାର ଲୋକମାନେ ବିରାଟକାୟ ଢାଲ ଓ ବର୍ଚ୍ଛାମାନ ବହନ କରୁଥିଲେ। ବିନ୍ୟାମୀନର ଲୋକମାନେ ଛୋଟ ଛୋଟ ଢାଲ ଧରୁଥିଲେ ଓ ଧନୁରୁ ତୀର ନିକ୍ଷେପ କରୁଥିଲେ। ଏହି ସମସ୍ତ ଲୋକ ଶକ୍ତିଶାଳୀ ଓ ସାହସୀ ଥିଲେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

8 ଏହି ଆସାଙ୍କର ଯିହୁଦା ମଧ୍ୟରୁ ତିନି ଲକ୍ଷ ଢାଲ ଓ ବର୍ଚ୍ଛାଧାରୀ ଓ ବିନ୍ୟାମୀନ ମଧ୍ୟରୁ ଦୁଇ ଲକ୍ଷ ଅଶୀ ହଜାର ଢାଲ ଓ ଧନୁର୍ଦ୍ଧାରୀ, ଏକ ସୈନ୍ୟଦଳ ଥିଲେ; ଏସମସ୍ତେ ମହାବିକ୍ରମଶାଳୀ ଲୋକ ଥିଲେ।

Se kapitlet Kopi

ଓଡିଆ ବାଇବେଲ

8 ଏହି ଆସାଙ୍କର ଯିହୁଦା ମଧ୍ୟରୁ ତିନି ଲକ୍ଷ ଢାଲ ଓ ବର୍ଚ୍ଛାଧାରୀ ଓ ବିନ୍ୟାମୀନ୍ ମଧ୍ୟରୁ ଦୁଇ ଲକ୍ଷ ଅଶୀ ହଜାର ଢାଲ ଓ ଧନୁର୍ଦ୍ଧାରୀ, ଏକ ସୈନ୍ୟଦଳ ଥିଲେ; ଏସମସ୍ତେ ମହାବିକ୍ରମଶାଳୀ ଲୋକ ଥିଲେ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏହି ଆସାଙ୍କର ଯିହୁଦା ମଧ୍ୟରୁ ତିନି ଲକ୍ଷ ଢାଲ ଓ ବର୍ଚ୍ଛାଧାରୀ ଓ ବିନ୍ୟାମୀନ୍ ମଧ୍ୟରୁ ଦୁଇ ଲକ୍ଷ ଅଶୀ ହଜାର ଢାଲ ଓ ଧନୁର୍ଦ୍ଧାରୀ, ଏକ ସୈନ୍ୟଦଳ ଥିଲେ; ଏସମସ୍ତେ ମହାବିକ୍ରମଶାଳୀ ଲୋକ ଥିଲେ।

Se kapitlet Kopi




2 ବଂଶାବଳୀ 14:8

Følg os:

Annoncer


Annoncer