Online Bibel

- Annoncer -




2 ବଂଶାବଳୀ 15:18 - ପବିତ୍ର ବାଇବଲ

18 ଆଉ, ଆସା, ତାଙ୍କର ପିତା ଓ ସେ ନିଜେ ଦେଇଥିବା ପବିତ୍ର ଭେଟୀସବୁକୁ ପରମେଶ୍ୱରଙ୍କ ମନ୍ଦିରରେ ଆଣି ରଖିଲେ। ସେହି ବସ୍ତୁଗୁଡ଼ିକ ରୂପା ଓ ସୁନାରେ ନିର୍ମିତ ହୋଇଥିଲା।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

18 ଆଉ ସେ ଆପଣା ପିତାଙ୍କର ପ୍ରତିଷ୍ଠିତ ବସ୍ତୁସବୁ ଓ ନିଜର ପ୍ରତିଷ୍ଠିତ ରୂପା ଓ ସୁନା ଓ ପାତ୍ରସବୁ ପରମେଶ୍ଵରଙ୍କ ଗୃହକୁ ଆଣିଲେ।

Se kapitlet Kopi

ଓଡିଆ ବାଇବେଲ

18 ଆଉ ସେ ଆପଣା ପିତାଙ୍କର ପ୍ରତିଷ୍ଠିତ ବସ୍ତୁସବୁ ଓ ନିଜର ପ୍ରତିଷ୍ଠିତ ରୂପା ଓ ସୁନା ଓ ପାତ୍ରସବୁ ପରମେଶ୍ୱରଙ୍କ ଗୃହକୁ ଆଣିଲେ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆଉ ସେ ଆପଣା ପିତାଙ୍କର ପ୍ରତିଷ୍ଠିତ ବସ୍ତୁସବୁ ଓ ନିଜର ପ୍ରତିଷ୍ଠିତ ରୂପା ଓ ସୁନା ଓ ପାତ୍ରସବୁ ପରମେଶ୍ୱରଙ୍କ ଗୃହକୁ ଆଣିଲେ।

Se kapitlet Kopi




2 ବଂଶାବଳୀ 15:18

Følg os:

Annoncer


Annoncer