2 ବଂଶାବଳୀ 15:4 - ପବିତ୍ର ବାଇବଲ4 କିନ୍ତୁ ଯେତେବେଳେ ଇସ୍ରାଏଲ ଲୋକମାନେ ଦୁଃଖ ପାଇଲେ, ସେମାନେ ପୁନର୍ବାର ସଦାପ୍ରଭୁ ପରମେଶ୍ୱରଙ୍କ ପ୍ରତି ଫେରିଲେ। ସେ ଇସ୍ରାଏଲର ପରମେଶ୍ୱର ଅଟନ୍ତି। ସେମାନେ ସଦାପ୍ରଭୁଙ୍କୁ ଖୋଜିଲେ, ଆଉ ସେମାନେ ତାଙ୍କୁ ପାଇଲେ। Se kapitletପବିତ୍ର ବାଇବଲ (Re-edited) - (BSI)4 ମାତ୍ର ସେମାନେ ଆପଣାମାନଙ୍କ ଦୁର୍ଦ୍ଦଶା ସମୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ପ୍ରତି ଫେରି ତାହାଙ୍କର ଅନ୍ଵେଷଣ କରନ୍ତେ, ତାହାଙ୍କର ଉଦ୍ଦେଶ୍ୟ ପାଇଲେ। Se kapitletଓଡିଆ ବାଇବେଲ4 ମାତ୍ର ସେମାନେ ଆପଣାମାନଙ୍କ ଦୁର୍ଦ୍ଦଶା ସମୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ଫେରି ତାହାଙ୍କର ଅନ୍ୱେଷଣ କରନ୍ତେ, ତାହାଙ୍କର ଉଦ୍ଦେଶ୍ୟ ପାଇଲେ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମାତ୍ର ସେମାନେ ଆପଣାମାନଙ୍କ ଦୁର୍ଦ୍ଦଶା ସମୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ଫେରି ତାହାଙ୍କର ଅନ୍ୱେଷଣ କରନ୍ତେ, ତାହାଙ୍କର ଉଦ୍ଦେଶ୍ୟ ପାଇଲେ। Se kapitlet |