Online Bibel

- Annoncer -




2 ବଂଶାବଳୀ 17:12 - ପବିତ୍ର ବାଇବଲ

12 ଯିହୋଶାଫଟ୍ କ୍ରମେ ଅଧିକରୁ ଅଧିକ ପରାକ୍ରମୀ ହୋଇ ଉଠିଲେ। ସେ ଯିହୁଦା ଦେଶରେ ଅନେକ ଦୁର୍ଗ ଓ ଭଣ୍ଡାର ନଗରମାନ ନିର୍ମାଣ କଲେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

12 ତହିଁରେ ଯିହୋଶାଫଟ୍ ବେଳକୁ ବେଳ ଅତି ମହାନ ହୋଇ ଉଠିଲେ ଓ ସେ ଯିହୁଦା ଦେଶରେ ଦୁର୍ଗ ଓ ଭଣ୍ତାର-ନଗରମାନ ନିର୍ମାଣ କଲେ।

Se kapitlet Kopi

ଓଡିଆ ବାଇବେଲ

12 ତହିଁରେ ଯିହୋଶାଫଟ୍‍ ବେଳକୁ ବେଳ ଅତି ମହାନ୍ ହୋଇ ଉଠିଲେ ଓ ସେ ଯିହୁଦା ଦେଶରେ ଦୁର୍ଗ ଓ ଭଣ୍ଡାର-ନଗରମାନ ନିର୍ମାଣ କଲେ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତହିଁରେ ଯିହୋଶାଫଟ୍‍ ବେଳକୁ ବେଳ ଅତି ମହାନ ହୋଇ ଉଠିଲେ ଓ ସେ ଯିହୁଦା ଦେଶରେ ଦୁର୍ଗ ଓ ଭଣ୍ଡାର-ନଗରମାନ ନିର୍ମାଣ କଲେ।

Se kapitlet Kopi




2 ବଂଶାବଳୀ 17:12

Følg os:

Annoncer


Annoncer