Online Bibel

- Annoncer -




2 ବଂଶାବଳୀ 17:19 - ପବିତ୍ର ବାଇବଲ

19 ସେହିସବୁ ସୈନ୍ୟମାନେ ରାଜା ଯିହୋଶାଫ‌ଟଙ୍କର ସେବା କରୁଥିଲେ। ଯିହୁଦା ଦେଶସାରା ଥିବା ଦୁର୍ଗଗୁଡ଼ିକରେ ରାଜାଙ୍କର ଆହୁରି ଅନ୍ୟ ଲୋକମାନେ ମଧ୍ୟ ଥିଲେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

19 ରାଜା ଯିହୁଦାର ସର୍ବତ୍ର ପ୍ରାଚୀରବେଷ୍ଟିତ ନଗର-ମାନରେ ଯେଉଁମାନଙ୍କୁ ରଖିଥିଲେ, ସେମାନଙ୍କ ଛଡ଼ା ଏମାନେ ରାଜାଙ୍କର ସେବା କଲେ।

Se kapitlet Kopi

ଓଡିଆ ବାଇବେଲ

19 ରାଜା ଯିହୁଦାର ସର୍ବତ୍ର ପ୍ରାଚୀରବେଷ୍ଟିତ ନଗରମାନରେ ଯେଉଁମାନଙ୍କୁ ରଖିଥିଲେ, ସେମାନଙ୍କ ଛଡ଼ା ଏମାନେ ରାଜାଙ୍କର ସେବା କଲେ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ରାଜା ଯିହୁଦାର ସର୍ବତ୍ର ପ୍ରାଚୀର-ବେଷ୍ଟିତ ନଗରମାନରେ ଯେଉଁମାନଙ୍କୁ ରଖିଥିଲେ, ସେମାନଙ୍କ ଛଡ଼ା ଏମାନେ ରାଜାଙ୍କର ସେବା କଲେ।

Se kapitlet Kopi




2 ବଂଶାବଳୀ 17:19

Følg os:

Annoncer


Annoncer