Online Bibel

- Annoncer -




2 ବଂଶାବଳୀ 18:13 - ପବିତ୍ର ବାଇବଲ

13 କିନ୍ତୁ ମୀଖାୟ ଉତ୍ତର ଦେଲେ, “ନିଶ୍ଚିତ ଭାବରେ ସଦାପ୍ରଭୁ ଥିବାଯାଏ, ମୋ’ ପରମେଶ୍ୱର ଯାହା କହନ୍ତି, ମୁଁ କେବଳ ତାହା କହି ପାରିବି।”

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

13 ତହୁଁ ମୀଖାୟ କହିଲା, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଯାହା ମୋʼ ପରମେଶ୍ଵର କହିବେ, ତାହା ହିଁ ମୁଁ କହିବି।

Se kapitlet Kopi

ଓଡିଆ ବାଇବେଲ

13 ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଯାହା ମୋ’ ପରମେଶ୍ୱର କହିବେ, ତାହା ହିଁ ମୁଁ କହିବି।”

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଯାହା ମୋʼ ପରମେଶ୍ୱର କହିବେ, ତାହା ହିଁ ମୁଁ କହିବି।”

Se kapitlet Kopi




2 ବଂଶାବଳୀ 18:13

Følg os:

Annoncer


Annoncer