2 ବଂଶାବଳୀ 18:18 - ପବିତ୍ର ବାଇବଲ18 ମୀଖାୟ କହିଲେ, “ସଦାପ୍ରଭୁଙ୍କଠାରୁ ଆସିଥିବା ଏହି ବାର୍ତ୍ତା ଶୁଣ। ମୁଁ ସଦାପ୍ରଭୁଙ୍କୁ ତାଙ୍କର ସିଂହାସନରେ ବସିଥିବାର ଦେଖିଲି। ସ୍ୱର୍ଗୀୟ ଦୂତଗଣ ତାଙ୍କର ଚତୁର୍ଦ୍ଦିଗରେ ଠିଆ ହୋଇଥିଲେ, କେତେକ ତାଙ୍କର ବାମ ପାର୍ଶ୍ୱରେ ଓ କେତେକ ତାଙ୍କର ଦକ୍ଷିଣ ପାର୍ଶ୍ୱରେ ଛିଡ଼ା ହୋଇଥିଲେ। Se kapitletପବିତ୍ର ବାଇବଲ (Re-edited) - (BSI)18 ପୁଣି ମୀଖାୟ କହିଲା, ଏହେତୁ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ସ୍ଵର୍ଗୀୟ ସମୁଦାୟ ସୈନ୍ୟକୁ ଉଭା ହେବାର ଦେଖିଲି। Se kapitletଓଡିଆ ବାଇବେଲ18 ପୁଣି ମୀଖାୟ କହିଲା, “ଏହେତୁ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟକୁ ଉଭା ହେବାର ଦେଖିଲି।” Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି ମୀଖାୟ କହିଲା, “ଏହେତୁ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟକୁ ଉଭା ହେବାର ଦେଖିଲି। Se kapitlet |