2 ବଂଶାବଳୀ 18:23 - ପବିତ୍ର ବାଇବଲ23 ଏହା ଶୁଣି ସିଦିକିୟ ମୀଖାୟ ନିକଟକୁ ଗଲା ଓ ତାଙ୍କ ଗାଲକୁ ଆଘାତ କଲା। ସିଦିକିୟ କହିଲା, “ମୀଖାୟ, ସଦାପ୍ରଭୁଙ୍କ ଆତ୍ମା ତୋତେ ଏହା କହିବା ନିମନ୍ତେ ମୋ'ଠାରୁ କେଉଁ ବାଟରେ ଗଲେ?” Se kapitletପବିତ୍ର ବାଇବଲ (Re-edited) - (BSI)23 ସେତେବେଳେ କନାନାର ପୁତ୍ର ସିଦିକୀୟ ନିକଟକୁ ଆସି ମୀଖାୟର ଗାଲରେ ଚାପୁଡ଼ା ମାରି କହିଲା, ସଦାପ୍ରଭୁଙ୍କ ଆତ୍ମା ତୋତେ କହିବା ପାଇଁ ମୋʼଠାରୁ କେଉଁ ବାଟେ ଗଲେ? Se kapitletଓଡିଆ ବାଇବେଲ23 ସେତେବେଳେ କନାନାର ପୁତ୍ର ସିଦିକୀୟ ନିକଟକୁ ଆସି ମୀଖାୟର ଗାଲରେ ଚାପୁଡ଼ା ମାରି କହିଲା, “ସଦାପ୍ରଭୁଙ୍କ ଆତ୍ମା ତୋତେ କହିବା ପାଇଁ ମୋ’ଠାରୁ କେଉଁ ବାଟେ ଗଲେ ?” Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେତେବେଳେ କନାନାର ପୁତ୍ର ସିଦିକୀୟ ନିକଟକୁ ଆସି ମୀଖାୟର ଗାଲରେ ଚାପୁଡ଼ା ମାରି କହିଲା, “ସଦାପ୍ରଭୁଙ୍କ ଆତ୍ମା ତୋତେ କହିବା ପାଇଁ ମୋʼ ଠାରୁ କେଉଁ ବାଟେ ଗଲେ?” Se kapitlet |