2 ବଂଶାବଳୀ 18:25 - ପବିତ୍ର ବାଇବଲ25 ତା'ପରେ ଇସ୍ରାଏଲର ରାଜା କହିଲେ, “ମୀଖାୟଙ୍କୁ ନେଇଯାଅ ଓ ତାଙ୍କୁ ନଗରର ନଗରପାଳ ଆମୋନ ଓ ରାଜାଙ୍କ ପୁତ୍ର ଯୋୟାଶଙ୍କ ନିକଟକୁ ପଠାଇଦିଅ। Se kapitletପବିତ୍ର ବାଇବଲ (Re-edited) - (BSI)25 ପୁଣି ଇସ୍ରାଏଲର ରାଜା କହିଲେ, ମୀଖାୟକୁ ଧରି ପୁନର୍ବାର ନଗରାଧ୍ୟକ୍ଷ ଆମୋନ ଓ ରାଜପୁତ୍ର ଯୋୟାଶ ନିକଟକୁ ନେଇ ଯାଅ; Se kapitletଓଡିଆ ବାଇବେଲ25 ପୁଣି ଇସ୍ରାଏଲର ରାଜା କହିଲେ, “ମୀଖାୟକୁ ଧରି ପୁନର୍ବାର ନଗରାଧ୍ୟକ୍ଷ ଆମୋନ୍ ଓ ରାଜପୁତ୍ର ଯୋୟାଶ୍ ନିକଟକୁ ନେଇ ଯାଅ;” Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ପୁଣି ଇସ୍ରାଏଲର ରାଜା କହିଲେ, “ମୀଖାୟକୁ ଧରି ପୁନର୍ବାର ନଗରାଧ୍ୟକ୍ଷ ଆମୋନ୍ ଓ ରାଜପୁତ୍ର ଯୋୟାଶ୍ ନିକଟକୁ ନେଇଯାଅ; Se kapitlet |