Online Bibel

- Annoncer -




2 ବଂଶାବଳୀ 18:31 - ପବିତ୍ର ବାଇବଲ

31 ଯେତେବେଳେ ରଥ-ଗ୍ଭଳକମାନେ ଯିହୋଶାଫ‌ଟଙ୍କୁ ଦେଖିଲେ, ସେମାନେ ଭାବିଲେ, “ସେଠାରେ ଇସ୍ରାଏଲର ରାଜା ଅଛନ୍ତି।” ତେଣୁ ସେମାନେ ଯିହୋଶାଫ‌ଟଙ୍କ ଆଡ଼େ ଆକ୍ରମଣ କରିବାକୁ ଗଲେ। ତେଣୁ ଯିହୋଶାଫଟ୍ ଚିତ୍କାର କଲେ, ଆଉ ସଦାପ୍ରଭୁ ତାଙ୍କୁ ସାହାଯ୍ୟ କଲେ। ପରମେଶ୍ୱର ରଥ-ଗ୍ଭଳକମାନଙ୍କୁ ଯିହୋଶାଫ‌ଟଙ୍କ ଆଡ଼ୁ ଫେରାଇ ନେଲେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

31 ଏଣୁ ରଥାଧ୍ୟକ୍ଷମାନେ ଯିହୋଶାଫଟ୍ଙ୍କୁ ଦେଖି କହିଲେ, ଏ ଇସ୍ରାଏଲର ରାଜା। ତେଣୁ ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କରିବା ପାଇଁ ତାଙ୍କ ଆଡ଼କୁ ଫେରିଲେ; ମାତ୍ର ଯିହୋଶାଫଟ୍ ଡାକ ପକାଇଲେ ଓ ସଦାପ୍ରଭୁ ତାଙ୍କର ସାହାଯ୍ୟ କଲେ; ଆଉ ପରମେଶ୍ଵର ସେମାନଙ୍କୁ ତାଙ୍କ ନିକଟରୁ ଫେରି ଯିବା ପାଇଁ ପ୍ରବର୍ତ୍ତାଇଲେ।

Se kapitlet Kopi

ଓଡିଆ ବାଇବେଲ

31 ଏଣୁ ରଥାଧ୍ୟକ୍ଷମାନେ ଯିହୋଶାଫଟ୍‍ଙ୍କୁ ଦେଖି କହିଲେ, “ଏ ଇସ୍ରାଏଲର ରାଜା।” ତେଣୁ ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କରିବା ପାଇଁ ତାଙ୍କ ଆଡ଼କୁ ଫେରିଲେ; ମାତ୍ର ଯିହୋଶାଫଟ୍‍ ଡାକ ପକାଇଲେ ଓ ସଦାପ୍ରଭୁ ତାଙ୍କର ସାହାଯ୍ୟ କଲେ; ଆଉ ପରମେଶ୍ୱର ସେମାନଙ୍କୁ ତାଙ୍କ ନିକଟରୁ ଫେରି ଯିବା ପାଇଁ ପ୍ରବର୍ତ୍ତାଇଲେ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଏଣୁ ରଥାଧ୍ୟକ୍ଷମାନେ ଯିହୋଶାଫଟ୍‍ଙ୍କୁ ଦେଖି କହିଲେ, “ଏ ଇସ୍ରାଏଲର ରାଜା।” ତେଣୁ ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କରିବା ପାଇଁ ତାଙ୍କ ଆଡ଼କୁ ଫେରିଲେ; ମାତ୍ର ଯିହୋଶାଫଟ୍‍ ଡାକ ପକାଇଲେ ଓ ସଦାପ୍ରଭୁ ତାଙ୍କର ସାହାଯ୍ୟ କଲେ; ଆଉ ପରମେଶ୍ୱର ସେମାନଙ୍କୁ ତାଙ୍କ ନିକଟରୁ ଫେରିଯିବା ପାଇଁ ପ୍ରବର୍ତ୍ତାଇଲେ।

Se kapitlet Kopi




2 ବଂଶାବଳୀ 18:31

Følg os:

Annoncer


Annoncer