2 ବଂଶାବଳୀ 18:6 - ପବିତ୍ର ବାଇବଲ6 କିନ୍ତୁ ଯିହୋଶାଫଟ୍ କହିଲେ, “ସଦାପ୍ରଭୁଙ୍କର ଅନ୍ୟ କୌଣସି ଭବିଷ୍ୟଦ୍ବକ୍ତା ଏଠାରେ ନାହାନ୍ତି କି, ଯାହାକୁ ଆମ୍ଭେ ପଗ୍ଭରି ପାରିବା?” Se kapitletପବିତ୍ର ବାଇବଲ (Re-edited) - (BSI)6 ମାତ୍ର ଯିହୋଶାଫଟ୍ କହିଲେ,ଏମାନଙ୍କ ଛଡ଼ା ଆମ୍ଭେମାନେ ଯାହାକୁ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି ଭବିଷ୍ୟଦ୍ବକ୍ତା କେହି କି ଏଠାରେ ନାହିଁ? Se kapitletଓଡିଆ ବାଇବେଲ6 ମାତ୍ର ଯିହୋଶାଫଟ୍ କହିଲେ, “ଏମାନଙ୍କ ଛଡ଼ା ଆମ୍ଭେମାନେ ଯାହାକୁ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି ଭବିଷ୍ୟଦ୍ବକ୍ତା କେହି କି ଏଠାରେ ନାହିଁ ?” Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ମାତ୍ର ଯିହୋଶାଫଟ୍ କହିଲେ, “ଏମାନଙ୍କ ଛଡ଼ା ଆମ୍ଭେମାନେ ଯାହାକୁ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି ଭବିଷ୍ୟଦ୍ବକ୍ତା କେହି କି ଏଠାରେ ନାହିଁ?” Se kapitlet |