2 ବଂଶାବଳୀ 18:9 - ପବିତ୍ର ବାଇବଲ9 ଏହା ପରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍ ସେମାନଙ୍କର ରାଜକୀୟ ପୋଷାକ ପିନ୍ଧିଥିଲେ। ସେମାନେ ଶମରିୟା ନଗରର ସମ୍ମୁଖଦ୍ୱାର ନିକଟସ୍ଥ ଶସ୍ୟମର୍ଦ୍ଦନ ଚଟାଣ ନିକଟରେ ସେମାନଙ୍କର ସିଂହାସନମାନଙ୍କରେ ବସିଥିଲେ, ସେହି ସମସ୍ତ ଭବିଷ୍ୟଦ୍ବକ୍ତା ଦୁଇ ରାଜାଙ୍କ ସମ୍ମୁଖରେ ସେମାନଙ୍କର କୀର୍ତ୍ତୀମାନ କହୁଥିଲେ। Se kapitletପବିତ୍ର ବାଇବଲ (Re-edited) - (BSI)9 ଏଥି ମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍ ଆପଣା ଆପଣା ରାଜବସ୍ତ୍ର ପିନ୍ଧି ଆପଣା ଆପଣା ସିଂହାସନରେ ବସିଥିଲେ, ସେମାନେ ଶମରୀୟାର ଦ୍ଵାର-ପ୍ରବେଶ ସ୍ଥାନ ନିକଟସ୍ଥ ମେଲାରେ ବସିଥିଲେ; ଆଉ ସମସ୍ତ ଭବିଷ୍ୟଦ୍ବକ୍ତା ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଥିଲେ, Se kapitletଓଡିଆ ବାଇବେଲ9 ଏଥି ମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍ ଆପଣା ଆପଣା ରାଜବସ୍ତ୍ର ପିନ୍ଧି ଆପଣା ଆପଣା ସିଂହାସନରେ ବସିଥିଲେ, ସେମାନେ ଶମରୀୟାର ଦ୍ୱାର-ପ୍ରବେଶ ସ୍ଥାନ ନିକଟସ୍ଥ ମେଲାରେ ବସିଥିଲେ; ଆଉ ସମସ୍ତ ଭବିଷ୍ୟଦ୍ବକ୍ତା ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଥିଲେ, Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଥିମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍ ଆପଣା ଆପଣା ରାଜବସ୍ତ୍ର ପିନ୍ଧି ଆପଣା ଆପଣା ସିଂହାସନରେ ବସିଥିଲେ, ସେମାନେ ଶମରୀୟାର ଦ୍ୱାର-ପ୍ରବେଶ ସ୍ଥାନ ନିକଟସ୍ଥ ମେଲାରେ ବସିଥିଲେ; ଆଉ ସମସ୍ତ ଭବିଷ୍ୟଦ୍ବକ୍ତା ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଥିଲେ, Se kapitlet |