2 ବଂଶାବଳୀ 19:6 - ପବିତ୍ର ବାଇବଲ6 ଯିହୋଶାଫଟ୍ ଏହି ବିଗ୍ଭରକର୍ତ୍ତାମାନଙ୍କୁ କହିଲେ, “ତୁମ୍ଭେମାନେ ଯାହା କହୁଅଛ, ସେ ବିଷୟରେ ବିଶେଷ ସାବଧାନ ହୁଅ, କାରଣ ଲୋକମାନେ ବିଗ୍ଭର କଲା ପରି ତୁମ୍ଭେମାନେ ନିଶ୍ଚିତ ସେପରି ବିଗ୍ଭର କରିବ ନାହିଁ, କିନ୍ତୁ ସଦାପ୍ରଭୁଙ୍କ ପରି କରିବ। ଯେତେବେଳେ ତୁମ୍ଭେମାନେ ଗୋଟିଏ ନିଷ୍ପତ୍ତି ନେବ, ସେତେବେଳେ ସଦାପ୍ରଭୁ ତୁମ୍ଭ ସହିତ ଥିବେ। Se kapitletପବିତ୍ର ବାଇବଲ (Re-edited) - (BSI)6 ଓ ସେହି ବିଚାରକର୍ତ୍ତାମାନଙ୍କୁ କହିଲେ, ତୁମ୍ଭେମାନେ ଯାହା କର, ତାହା ବିବେଚନା କର; କାରଣ ତୁମ୍ଭେମାନେ ମନୁଷ୍ୟ ନିମନ୍ତେ ନୁହେଁ, ମାତ୍ର ସଦାପ୍ରଭୁଙ୍କ ନିମନ୍ତେ ବିଚାର କରୁଅଛ; ପୁଣି ବିଚାରରେ ସେ ତୁମ୍ଭର ସହାୟ ଅଟନ୍ତି। Se kapitletଓଡିଆ ବାଇବେଲ6 ଓ ସେହି ବିଚାରକର୍ତ୍ତାମାନଙ୍କୁ କହିଲେ, “ତୁମ୍ଭେମାନେ ଯାହା କର, ତାହା ବିବେଚନା କର; କାରଣ ତୁମ୍ଭେମାନେ ମନୁଷ୍ୟ ନିମନ୍ତେ ନୁହେଁ, ମାତ୍ର ସଦାପ୍ରଭୁଙ୍କ ନିମନ୍ତେ ବିଚାର କରୁଅଛ; ପୁଣି ବିଚାରରେ ସେ ତୁମ୍ଭର ସହାୟ ଅଟନ୍ତି। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଓ ସେହି ବିଚାରକର୍ତ୍ତାମାନଙ୍କୁ କହିଲେ, “ତୁମ୍ଭେମାନେ ଯାହା କର, ତାହା ବିବେଚନା କର; କାରଣ ତୁମ୍ଭେମାନେ ମନୁଷ୍ୟ ନିମନ୍ତେ ନୁହେଁ, ମାତ୍ର ସଦାପ୍ରଭୁଙ୍କ ନିମନ୍ତେ ବିଚାର କରୁଅଛ; ପୁଣି ବିଚାରରେ ସେ ତୁମ୍ଭର ସହାୟ ଅଟନ୍ତି। Se kapitlet |