Online Bibel

- Annoncer -




2 ବଂଶାବଳୀ 2:14 - ପବିତ୍ର ବାଇବଲ

14 ତାଙ୍କର ମା’ ଦାନ୍ ଗୋଷ୍ଠୀରୁ ଆସିଥିଲେ ଏବଂ ତାଙ୍କ ବାପା ସୋର ସହରରୁ ଆସିଥିଲେ। ତାଙ୍କର ସ୍ୱର୍ଣ୍ଣ, ରୌପ୍ୟ, ପିତ୍ତଳ, ଲୌହ, ପ୍ରସ୍ତର ଓ କାଠ ଉପରେ କାର୍ଯ୍ୟ କରିବାର ଦକ୍ଷତା ଅଛି ଏବଂ ବାଇଗଣୀ, ଲାଲ୍, ନୀଳ ଓ ଦାମୀ ବସ୍ତ୍ର ଉପରେ ମଧ୍ୟ କାର୍ଯ୍ୟ କରିବାର ଦକ୍ଷତା ଅଛି। ତାଙ୍କୁ ତୁମ୍ଭେ ଯାହାକିଛି ତିଆରି କରିବାକୁ କହିବ, ସେ ତାହା କରି ପାରିବେ। ସେ ତୁମ୍ଭର କାରିଗର ଓ ତୁମ୍ଭ ବାପାଙ୍କ କାରିଗରମାନଙ୍କ ସହ ମିଶି କାର୍ଯ୍ୟ କରିବେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

14 ସେ ଦାନ୍ବଂଶୀୟା ଏକ ସ୍ତ୍ରୀର ପୁତ୍ର, ତାହାର ପିତା ସୋରୀୟ ଲୋକ ଥିଲା, ସେ ସୁନା, ରୂପା, ପିତ୍ତଳ, ଲୁହା, ପ୍ରସ୍ତର, କାଷ୍ଠ ଓ ଧୂମ, ନୀଳ, କ୍ଷୌମ ଓ ସିନ୍ଦୂରବର୍ଣ୍ଣ ସୂତ୍ରର କାର୍ଯ୍ୟରେ, ମଧ୍ୟ ସର୍ବପ୍ରକାର ଖୋଦନ କାର୍ଯ୍ୟ ଓ ସର୍ବପ୍ରକାର କଳ୍ପନାର କାର୍ଯ୍ୟ କରିବାକୁ ନିପୁଣ; ତାହାକୁ ଆପଣଙ୍କ ନିପୁଣ ଲୋକମାନଙ୍କ ମଧ୍ୟରେ ଓ ଆପଣଙ୍କ ପିତା ମୋʼ ପ୍ରଭୁ ଦାଉଦଙ୍କ ନିପୁଣ ଲୋକମାନଙ୍କ ମଧ୍ୟରେ ସ୍ଥାନ ଦିଆଯାଉ।

Se kapitlet Kopi

ଓଡିଆ ବାଇବେଲ

14 ସେ ଦାନ୍‍ ବଂଶୀୟା ଏକ ସ୍ତ୍ରୀର ପୁତ୍ର, ତାହାର ପିତା ସୋରୀୟ ଲୋକ ଥିଲା, ସେ ସୁନା, ରୂପା, ପିତ୍ତଳ, ଲୁହା, ପ୍ରସ୍ତର, କାଷ୍ଠ ଓ ଧୂମ, ନୀଳ, କ୍ଷୌମ ଓ ସିନ୍ଦୂରବର୍ଣ୍ଣ ସୂତ୍ରର କାର୍ଯ୍ୟରେ, ମଧ୍ୟ ସର୍ବପ୍ରକାର ଖୋଦନ କାର୍ଯ୍ୟ ଓ ସର୍ବ ପ୍ରକାର କଳ୍ପନାର କାର୍ଯ୍ୟ କରିବାକୁ ନିପୁଣ; ତାହାକୁ ଆପଣଙ୍କ ନିପୁଣ ଲୋକମାନଙ୍କ ମଧ୍ୟରେ ଓ ଆପଣଙ୍କ ପିତା ମୋ’ ପ୍ରଭୁ ଦାଉଦଙ୍କ ନିପୁଣ ଲୋକମାନଙ୍କ ମଧ୍ୟରେ ସ୍ଥାନ ଦିଆଯାଉ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେ ଦାନ୍ ବଂଶୀୟା ଏକ ସ୍ତ୍ରୀର ପୁତ୍ର, ତାହାର ପିତା ସୋରୀୟ ଲୋକ ଥିଲା, ସେ ସୁନା, ରୂପା, ପିତ୍ତଳ, ଲୁହା, ପ୍ରସ୍ତର, କାଷ୍ଠ ଓ ଧୂମ, ନୀଳ, କ୍ଷୌମ ଓ ସିନ୍ଦୂର ବର୍ଣ୍ଣ ସୂତ୍ରର କାର୍ଯ୍ୟରେ, ମଧ୍ୟ ସର୍ବପ୍ରକାର ଖୋଦନ କାର୍ଯ୍ୟ ଓ ସର୍ବପ୍ରକାର କଳ୍ପନାର କାର୍ଯ୍ୟ କରିବାକୁ ନିପୁଣ; ତାହାକୁ ଆପଣଙ୍କ ନିପୁଣ ଲୋକମାନଙ୍କ ମଧ୍ୟରେ ଓ ଆପଣଙ୍କ ପିତା ମୋʼ ପ୍ରଭୁ ଦାଉଦଙ୍କ ନିପୁଣ ଲୋକମାନଙ୍କ ମଧ୍ୟରେ ସ୍ଥାନ ଦିଆଯାଉ।

Se kapitlet Kopi




2 ବଂଶାବଳୀ 2:14

Følg os:

Annoncer


Annoncer