Online Bibel

- Annoncer -




2 ବଂଶାବଳୀ 20:14 - ପବିତ୍ର ବାଇବଲ

14 ଏହା ପରେ ସଦାପ୍ରଭୁଙ୍କ ଆତ୍ମା ମଣ୍ଡଳୀ ମଧ୍ୟରେ ଯିୟୟେଲଙ୍କ ଉପରେ ଅଧିଷ୍ଠିତ ହେଲେ। ଯିୟୟେଲ ଜିଖରିୟଙ୍କ ପୁତ୍ର ଥିଲେ। ଜିଖରିୟ ବନାୟଙ୍କ ପୁତ୍ର ଥିଲେ। ବନାୟ ଯହସୀୟେଲଙ୍କ ପୁତ୍ର ଥିଲେ। ଆଉ ଯହସୀୟେଲ ମତ୍ତାନିୟଙ୍କ ପୁତ୍ର ଥିଲେ। ଯିୟୟେଲ ଜଣେ ଲେବୀୟ ଓ ଆସଫଙ୍କ ବଂଶଧର ଥିଲେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

14 ତେବେ ସମାଜ ମଧ୍ୟରେ ଆସଫ-ବଂଶଜାତ ମତ୍ତନୀୟର ବୃଦ୍ଧ ପ୍ରପୌତ୍ର, ଯୀୟୟେଲର ପ୍ରପୌତ୍ର, ବନାୟର ପୌତ୍ର, ଜିଖରୀୟର ପୁତ୍ର ଯହସୀୟେଲ ନାମକ ଏକ ଲେବୀୟ ଲୋକ ଉପରେ ସଦାପ୍ରଭୁଙ୍କର ଆତ୍ମା ଅଧିଷ୍ଠିତ ହେଲେ।

Se kapitlet Kopi

ଓଡିଆ ବାଇବେଲ

14 ତେବେ ସମାଜ ମଧ୍ୟରେ ଆସଫ-ବଂଶଜାତ ମତ୍ତନୀୟର ବୃଦ୍ଧ ପ୍ରପୌତ୍ର, ଯିୟୀୟେଲ୍‍ର ପ୍ରପୌତ୍ର, ବନାୟର ପୌତ୍ର, ଜିଖରୀୟର ପୁତ୍ର ଯହସୀୟେଲ ନାମକ ଏକ ଲେବୀୟ ଲୋକ ଉପରେ ସଦାପ୍ରଭୁଙ୍କର ଆତ୍ମା ଅଧିଷ୍ଠିତ ହେଲେ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତେବେ ସମାଜ ମଧ୍ୟରେ ଆସଫ-ବଂଶଜାତ ମତ୍ତନୀୟର ବୃଦ୍ଧ ପ୍ରପୌତ୍ର, ଯିୟୀୟେଲ୍‍ର ପ୍ରପୌତ୍ର, ବନାୟର ପୌତ୍ର, ଜିଖରୀୟର ପୁତ୍ର ଯହସୀୟେଲ ନାମକ ଏକ ଲେବୀୟ ଲୋକ ଉପରେ ସଦାପ୍ରଭୁଙ୍କର ଆତ୍ମା ଅଧିଷ୍ଠିତ ହେଲେ।

Se kapitlet Kopi




2 ବଂଶାବଳୀ 20:14

Følg os:

Annoncer


Annoncer