Online Bibel

- Annoncer -




2 ବଂଶାବଳୀ 20:16 - ପବିତ୍ର ବାଇବଲ

16 ଆସନ୍ତାକାଲି, ତୁମ୍ଭେମାନେ ସେଠାକୁ ଓହ୍ଲାଇ ଯାଅ ଓ ସେହି ଲୋକମାନଙ୍କ ସହିତ ଯୁଦ୍ଧ କର। ସେମାନେ ସୀସ୍ ନାମକ ଗିରିପଥ ମଧ୍ୟଦେଇ ଆସିବେ। ତୁମ୍ଭେମାନେ ସେମାନଙ୍କୁ ଯିରୂୟେଲ୍ ପ୍ରାନ୍ତର ନିକଟସ୍ଥ ଗିରିପଥ ନିକଟରେ, ଶେଷମୁଣ୍ଡରେ ପାଇବ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

16 କାଲି ତୁମ୍ଭେମାନେ ସେମାନଙ୍କ ପ୍ରତିକୂଳରେ ଯାଅ; ଦେଖ, ସେମାନେ ସୀସ୍ ଘାଟୀ ଦେଇ ଆସୁଅଛନ୍ତି; ତୁମ୍ଭେମାନେ ଯିରୁୟେଲ୍ ପ୍ରାନ୍ତର ସମ୍ମୁଖସ୍ଥ ଉପତ୍ୟକାର ପ୍ରାନ୍ତଭାଗରେ ସେମାନଙ୍କୁ ପାଇବ।

Se kapitlet Kopi

ଓଡିଆ ବାଇବେଲ

16 କାଲି ତୁମ୍ଭେମାନେ ସେମାନଙ୍କ ପ୍ରତିକୂଳରେ ଯାଅ; ଦେଖ, ସେମାନେ ସୀସ୍‍ ଘାଟୀ ଦେଇ ଆସୁଅଛନ୍ତି; ତୁମ୍ଭେମାନେ ଯିରୁୟେଲ୍‍ ପ୍ରାନ୍ତର ସମ୍ମୁଖସ୍ଥ ଉପତ୍ୟକାର ପ୍ରାନ୍ତ ଭାଗରେ ସେମାନଙ୍କୁ ପାଇବ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କାଲି ତୁମ୍ଭେମାନେ ସେମାନଙ୍କ ପ୍ରତିକୂଳରେ ଯାଅ; ଦେଖ, ସେମାନେ ସୀସ୍‍ ଘାଟି ଦେଇ ଆସୁଅଛନ୍ତି; ତୁମ୍ଭେମାନେ ଯିରୁୟେଲ୍‍ ପ୍ରାନ୍ତର ସମ୍ମୁଖସ୍ଥ ଉପତ୍ୟକାର ପ୍ରାନ୍ତଭାଗରେ ସେମାନଙ୍କୁ ପାଇବ।

Se kapitlet Kopi




2 ବଂଶାବଳୀ 20:16

Følg os:

Annoncer


Annoncer