Online Bibel

- Annoncer -

2 ବଂଶାବଳୀ 20:26 - ପବିତ୍ର ବାଇବଲ

26 ଚତୁର୍ଥ ଦିନ ଯିହୋଶାଫଟ୍ ଓ ତାଙ୍କର ସୈନ୍ୟଦଳ ବରାଖା ଉପତ୍ୟକାରେ ମିଳିତ ହେଲେ। ସେହି ସ୍ଥାନରେ ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କଲେ। ତେଣୁ ସେହି ସ୍ଥାନର ନାମ ଆଜି ପର୍ଯ୍ୟନ୍ତ “ବରାଖା ଉପତ୍ୟକା” ହୋଇଅଛି।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

26 ତହୁଁ ଚତୁର୍ଥ ଦିନ ସେମାନେ ବରାଖା-ଉପତ୍ୟକାରେ ଏକତ୍ରିତ ହେଲେ; କାରଣ ସେଠାରେ ସେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଏହେତୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନର ନାମ ବରାଖା-ଉପତ୍ୟକା ହୋଇଅଛି।

Se kapitlet Kopi

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ତହୁଁ ଚତୁର୍ଥ ଦିନ ସେମାନେ ବରାଖା-ଉପତ୍ୟକାରେ ଏକତ୍ରିତ ହେଲେ; କାରଣ ସେଠାରେ ସେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଏହେତୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନର ନାମ ବରାଖା-ଉପତ୍ୟକା ହୋଇଅଛି।

Se kapitlet Kopi

2 ବଂଶାବଳୀ 20:26

Følg os:

Annoncer

Annoncer