Online Bibel

- Annoncer -




2 ବଂଶାବଳୀ 20:29 - ପବିତ୍ର ବାଇବଲ

29 ସଦାପ୍ରଭୁ ଇସ୍ରାଏଲର ଶତ୍ରୁମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାରୁ ସବୁ ଦେଶ ଓ ରାଜ୍ୟର ଲୋକମାନେ ସଦାପ୍ରଭୁଙ୍କୁ ଭୟ କଲେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

29 ତହିଁରେ ସଦାପ୍ରଭୁ ଇସ୍ରାଏଲର ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିଅଛନ୍ତି, ଏହି କଥା ଶୁଣି ନାନା ଦେଶୀୟ ସମସ୍ତ ରାଜ୍ୟ ଉପରେ ପରମେଶ୍ଵରଙ୍କ ଭୟ ଉପସ୍ଥିତ ହେଲା।

Se kapitlet Kopi

ଓଡିଆ ବାଇବେଲ

29 ତହିଁରେ ସଦାପ୍ରଭୁ ଇସ୍ରାଏଲର ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିଅଛନ୍ତି, ଏହି କଥା ଶୁଣି ନାନା ଦେଶୀୟ ସମସ୍ତ ରାଜ୍ୟ ଉପରେ ପରମେଶ୍ୱରଙ୍କ ଭୟ ଉପସ୍ଥିତ ହେଲା।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ତହିଁରେ ସଦାପ୍ରଭୁ ଇସ୍ରାଏଲର ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିଅଛନ୍ତି, ଏହି କଥା ଶୁଣି ନାନା ଦେଶୀୟ ସମସ୍ତ ରାଜ୍ୟ ଉପରେ ପରମେଶ୍ୱରଙ୍କ ଭୟ ଉପସ୍ଥିତ ହେଲା।

Se kapitlet Kopi




2 ବଂଶାବଳୀ 20:29

Følg os:

Annoncer


Annoncer