2 ବଂଶାବଳୀ 20:31 - ପବିତ୍ର ବାଇବଲ31 ଯିହୋଶାଫଟ୍ ଯିହୁଦା ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ, ଯେତେବେଳେ ସେ 35 ବର୍ଷ ବୟସ୍କ ହୋଇଥିଲେ। ସେ ଯିରୁଶାଲମରେ ପଚିଶ୍ ବର୍ଷ ରାଜତ୍ୱ କଲେ। ତାଙ୍କ ମାତାଙ୍କର ନାମ ଥିଲା ଅସୂବା। ଅସୂବା ଶିଲ୍ହିରଙ୍କ କନ୍ୟା ଥିଲେ। Se kapitletପବିତ୍ର ବାଇବଲ (Re-edited) - (BSI)31 ଯିହୋଶାଫଟ୍ ଯିହୁଦା ଉପରେ ରାଜ୍ୟ କଲେ; ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଞ୍ଚତିରିଶ ବର୍ଷ ବୟସ୍କ ହୋଇଥିଲେ ଓ ଯିରୂଶାଲମରେ ପଚିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଅସୂବା, ସେ ଶିଲ୍ହିର କନ୍ୟା ଥିଲେ। Se kapitletଓଡିଆ ବାଇବେଲ31 ଯିହୋଶାଫଟ୍ ଯିହୁଦା ଉପରେ ରାଜ୍ୟ କଲେ; ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଞ୍ଚତିରିଶ ବର୍ଷ ବୟସ୍କ ହୋଇଥିଲେ ଓ ଯିରୂଶାଲମରେ ପଚିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଅସୂବା, ଯେ ଶିଲ୍ହିର କନ୍ୟା ଥିଲେ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଯିହୋଶାଫଟ୍ ଯିହୁଦା ଉପରେ ରାଜ୍ୟ କଲେ; ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଞ୍ଚତିରିଶ ବର୍ଷ ବୟସ୍କ ହୋଇଥିଲେ ଓ ଯିରୂଶାଲମରେ ପଚିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଅସୂବା, ଯେ ଶିଲ୍ହିର କନ୍ୟା ଥିଲେ। Se kapitlet |