Online Bibel

- Annoncer -




2 ବଂଶାବଳୀ 21:11 - ପବିତ୍ର ବାଇବଲ

11 ଯିହୋରାମ୍ ଯିହୁଦାର ପର୍ବତମାନଙ୍କରେ ଉଚ୍ଚସ୍ଥାନମାନ ନିର୍ମାଣ କଲେ। ଯିହୋରାମ୍ ଯିରୁଶାଲମର ଓ ଯିହୁଦାର ଲୋକମାନଙ୍କୁ ଭୁଲ୍ ପଥରେ ଆଗେଇ ନେଲେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

11 ଆହୁରି, ସେ ଯିହୁଦାର ନାନା ପର୍ବତରେ ଉଚ୍ଚସ୍ଥଳୀ ନିର୍ମାଣ କଲେ ଓ ଯିରୂଶାଲମ-ନିବାସୀମାନଙ୍କୁ ବ୍ୟଭିଚାର କରାଇଲେ ଓ ଯିହୁଦାକୁ ବିପଥରେ ନେଲେ।

Se kapitlet Kopi

ଓଡିଆ ବାଇବେଲ

11 ଆହୁରି, ସେ ଯିହୁଦାର ନାନା ପର୍ବତରେ ଉଚ୍ଚସ୍ଥଳୀ ନିର୍ମାଣ କଲେ ଓ ଯିରୂଶାଲମ-ନିବାସୀମାନଙ୍କୁ ବ୍ୟଭିଚାର କରାଇଲେ ଓ ଯିହୁଦାକୁ ବିପଥରେ ନେଲେ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆହୁରି, ସେ ଯିହୁଦାର ନାନା ପର୍ବତରେ ଉଚ୍ଚସ୍ଥଳୀ ନିର୍ମାଣ କଲେ ଓ ଯିରୂଶାଲମ ନିବାସୀମାନଙ୍କୁ ବ୍ୟଭିଚାର କରାଇଲେ ଓ ଯିହୁଦାକୁ ବିପଥରେ ନେଲେ।

Se kapitlet Kopi




2 ବଂଶାବଳୀ 21:11

Følg os:

Annoncer


Annoncer