2 ବଂଶାବଳୀ 21:4 - ପବିତ୍ର ବାଇବଲ4 ଯିହୋରାମ୍ ତାଙ୍କର ପିତାଙ୍କର ରାଜ୍ୟପଦ ଗ୍ରହଣ କଲେ ଓ ଆପଣାକୁ ଦୃଢ଼ କଲେ। ଏହା ପରେ ସେ ନିଜ ଭ୍ରାତାମାନଙ୍କୁ ବଧ କରିବା ନିମନ୍ତେ ଏକ ଖଡ଼୍ଗ ବ୍ୟବହାର କଲେ। ସେ ଇସ୍ରାଏଲର କେତେକ ନେତାଙ୍କୁ ମଧ୍ୟ ବଧ କଲେ। Se kapitletପବିତ୍ର ବାଇବଲ (Re-edited) - (BSI)4 ଏହି ଯିହୋରାମ୍ ଆପଣା ପିତାଙ୍କର ରାଜ୍ୟରେ ଆରୂଢ଼ ହୋଇ ଆପଣାକୁ ବଳବାନ କରନ୍ତେ, ଆପଣାର ସମସ୍ତ ଭ୍ରାତାଙ୍କୁ, ମଧ୍ୟ ଇସ୍ରାଏଲର କେତେକ ଅଧିପତିଙ୍କି ଖଡ଼୍ଗରେ ବଧ କଲେ। Se kapitletଓଡିଆ ବାଇବେଲ4 ଏହି ଯିହୋରାମ୍ ଆପଣା ପିତାଙ୍କର ରାଜ୍ୟରେ ଅଧିଷ୍ଟିତ ହୋଇ ଆପଣାକୁ ବଳବାନ କରନ୍ତେ, ଆପଣାର ସମସ୍ତ ଭ୍ରାତାଙ୍କୁ, ମଧ୍ୟ ଇସ୍ରାଏଲର କେତେକ ଅଧିପତିଙ୍କୁ ଖଡ୍ଗରେ ବଧ କଲେ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏହି ଯିହୋରାମ୍ ଆପଣା ପିତାଙ୍କର ରାଜ୍ୟରେ ଅଧିଷ୍ଠିତ ହୋଇ ଆପଣାକୁ ବଳବାନ କରନ୍ତେ, ଆପଣାର ସମସ୍ତ ଭ୍ରାତାଙ୍କୁ, ମଧ୍ୟ ଇସ୍ରାଏଲର କେତେକ ଅଧିପତିଙ୍କୁ ଖଡ୍ଗରେ ବଧ କଲେ। Se kapitlet |