2 ବଂଶାବଳୀ 21:8 - ପବିତ୍ର ବାଇବଲ8 ଯିହୋରାମଙ୍କ ସମୟରେ, ଇଦୋମ ଯିହୁଦାର ଅଧୀନତାକୁ ଭଙ୍ଗ କଲା। ଇଦୋମୀୟମାନେ ସେମାନଙ୍କର ନିଜର ରାଜାଙ୍କୁ ମନୋନୀତ କଲେ। Se kapitletପବିତ୍ର ବାଇବଲ (Re-edited) - (BSI)8 ତାଙ୍କ ସମୟରେ ଇଦୋମୀୟ ଲୋକମାନେ ଯିହୁଦାର ଅଧୀନତାର ବିଦ୍ରୋହୀ ହୋଇ ଆପଣାମାନଙ୍କ ଉପରେ ଏକ ରାଜା କଲେ। Se kapitletଓଡିଆ ବାଇବେଲ8 ତାଙ୍କ ସମୟରେ ଇଦୋମୀୟ ଲୋକମାନେ ଯିହୁଦାର ଅଧୀନତାର ବିଦ୍ରୋହୀ ହୋଇ ଆପଣାମାନଙ୍କ ଉପରେ ଏକ ରାଜା କଲେ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତାଙ୍କ ସମୟରେ ଇଦୋମୀୟ ଲୋକମାନେ ଯିହୁଦାର ଅଧୀନତାର ବିଦ୍ରୋହୀ ହୋଇ ଆପଣାମାନଙ୍କ ଉପରେ ଏକ ରାଜା କଲେ। Se kapitlet |