Online Bibel

- Annoncer -




2 ବଂଶାବଳୀ 3:14 - ପବିତ୍ର ବାଇବଲ

14 ଶଲୋମନ ନୀଳ, ବାଇବଗଣୀ, ଏବଂ ଲାଲ୍ ରଙ୍ଗର ଦାମୀ ବସ୍ତ୍ର ବ୍ୟବହାର କରି ପରଦା ବନାଇଲେ। ଏହି ପରଦା ଉପରେ ଶଲୋମନ କିରୁବଦୂତଗଣର ଆକୃତି ବୁଣିଲେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

14 ପୁଣି ସେ ନୀଳ ଓ ଧୂମ୍ର ଓ ସିନ୍ଦୂରବର୍ଣ୍ଣ ଓ କ୍ଷୌମସୂତ୍ରର ବିଚ୍ଛେଦବସ୍ତ୍ର ପ୍ରସ୍ତୁତ କରି ତହିଁ ଉପରେ କିରୂବଗଣର ଆକୃତି କଲେ।

Se kapitlet Kopi

ଓଡିଆ ବାଇବେଲ

14 ପୁଣି ସେ ନୀଳ ଓ ଧୂମ୍ର ଓ ସିନ୍ଦୂରବର୍ଣ୍ଣ ଓ କ୍ଷୌମସୂତ୍ରର ବିଚ୍ଛେଦବସ୍ତ୍ର ପ୍ରସ୍ତୁତ କରି ତହିଁ ଉପରେ କିରୂବଗଣର ଆକୃତି କଲେ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି ସେ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ କ୍ଷୌମସୂତ୍ରର ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କରି ତହିଁ ଉପରେ କିରୂବଗଣର ଆକୃତି କଲେ।

Se kapitlet Kopi




2 ବଂଶାବଳୀ 3:14

Følg os:

Annoncer


Annoncer