2 ବଂଶାବଳୀ 3:16 - ପବିତ୍ର ବାଇବଲ16 ଶଲୋମନ ହାର ପରି ଜଞ୍ଜିର ବନାଇଲେ। ଏହି ଜଞ୍ଜିରକୁ ସ୍ତମ୍ଭ ଦୁଇଟିର ଉପରି ଭାଗରେ ରଖିଲେ। ଶଲୋମନ 100ଟି ଡାଳିମ୍ବ ଆକୃତି ଚିତ୍ର ବନାଇଲେ ଏବଂ ସେଗୁଡ଼ିକୁ ଜଞ୍ଜିରରେ ଲଗାଇଲେ। Se kapitletପବିତ୍ର ବାଇବଲ (Re-edited) - (BSI)16 ଆଉ ସେ ଗର୍ଭଗାରରେ ଜଞ୍ଜିର ନିର୍ମାଣ କରି ସେହି ସ୍ତମ୍ଭ ଉପରେ ରଖିଲେ ଓ ଏକ ଶହ ଡାଳିମ୍ଵ ଆକୃତି କରି ସେହି ଜଞ୍ଜିର ଉପରେ ରଖିଲେ। Se kapitletଓଡିଆ ବାଇବେଲ16 ଆଉ ସେ ଗର୍ଭଗାରରେ ଜଞ୍ଜିର ନିର୍ମାଣ କରି ସେହି ସ୍ତମ୍ଭ ଉପରେ ରଖିଲେ ଓ ଏକ ଶହ ଡାଳିମ୍ବ ଆକୃତି କରି ସେହି ଜଞ୍ଜିର ଉପରେ ରଖିଲେ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ ସେ ଗର୍ଭଗାରରେ ଜଞ୍ଜିର ନିର୍ମାଣ କରି ସେହି ସ୍ତମ୍ଭ ଉପରେ ରଖିଲେ ଓ ଏକ ଶହ ଡାଳିମ୍ବ ଆକୃତି କରି ସେହି ଜଞ୍ଜିର ଉପରେ ରଖିଲେ। Se kapitlet |