Online Bibel

- Annoncer -




2 ବଂଶାବଳୀ 3:6 - ପବିତ୍ର ବାଇବଲ

6 ସୌନ୍ଦର୍ଯ୍ୟତା ନିମନ୍ତେ ମନ୍ଦିରରେ ଶଲୋମନ ଦାମୀ ପଥରସବୁ ଲଗାଇଲେ। ଶଲୋମନ ଯେଉଁ ସୁନା ବ୍ୟବହାର କରୁଥିଲେ, ସେଗୁଡ଼ିକ ପର୍ବୟିମ ଦେଶରୁ ଆସିଥିଲା।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

6 ପୁଣି ସେ ଶୋଭା ନିମନ୍ତେ ଗୃହକୁ ବହୁମୂଲ୍ୟ ପ୍ରସ୍ତରରେ ଭୂଷିତ କଲେ; ସେହି ସ୍ଵର୍ଣ୍ଣ ପର୍ବୟିମ ଦେଶର ସ୍ଵର୍ଣ୍ଣ ଥିଲା।

Se kapitlet Kopi

ଓଡିଆ ବାଇବେଲ

6 ପୁଣି ସେ ଶୋଭା ନିମନ୍ତେ ଗୃହକୁ ବହୁମୂଲ୍ୟ ପ୍ରସ୍ତରରେ ଭୂଷିତ କଲେ; ସେହି ସ୍ୱର୍ଣ୍ଣ ପର୍ବୟିମ ଦେଶର ସ୍ୱର୍ଣ୍ଣ ଥିଲା।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି ସେ ଶୋଭା ନିମନ୍ତେ ଗୃହକୁ ବହୁମୂଲ୍ୟ ପ୍ରସ୍ତରରେ ଭୂଷିତ କଲେ; ସେହି ସ୍ୱର୍ଣ୍ଣ ପର୍ବୟିମ ଦେଶର ସ୍ୱର୍ଣ୍ଣ ଥିଲା।

Se kapitlet Kopi




2 ବଂଶାବଳୀ 3:6

Følg os:

Annoncer


Annoncer