2 ବଂଶାବଳୀ 4:13 - ପବିତ୍ର ବାଇବଲ13 ଏହି ଦୁଇଟି କାରୁକାର୍ଯ୍ୟ ପୂର୍ଣ୍ଣ ଜାଲି ଘୋଡ଼ଣୀ ନିମନ୍ତେ ହୂରମ୍ 400ଟି ଡାଳିମ୍ବ ଆକୃତି ତିଆରି କରିଥିଲେ। ପ୍ରତ୍ୟେକ ଜାଲି ନିମନ୍ତେ ଦୁଇଧାଡ଼ି ଡାଳିମ୍ବ ଖଞ୍ଜା ଯାଇଥିଲା ଦୁଇଟି ସ୍ତମ୍ଭର ଉପର ଭାଗରେ ଥିବା ବୃହତ୍ କୁଣ୍ଡକୁ ଏହି ଜାଲି ଦୁଇଟି ଘୋଡ଼ାଇ ଥିଲା। Se kapitletପବିତ୍ର ବାଇବଲ (Re-edited) - (BSI)13 ଓ ସେହି ଦୁଇ ଜାଲିକର୍ମ ନିମନ୍ତେ ଚାରି ଶହ ଡାଳିମ୍ଵ; ଅର୍ଥାତ୍, ସ୍ତମ୍ଭ ଉପରିସ୍ଥ ମୁଣ୍ତାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ପ୍ରତ୍ୟେକ ଜାଲିକର୍ମ ପାଇଁ ଦୁଇ ଦୁଇ ଧାଡ଼ି ଡାଳିମ୍ଵ କଲା। Se kapitletଓଡିଆ ବାଇବେଲ13 ଓ ସେହି ଦୁଇ ଜାଲିକର୍ମ ନିମନ୍ତେ ଚାରି ଶହ ଡାଳିମ୍ବ; ଅର୍ଥାତ୍, ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ପ୍ରତ୍ୟେକ ଜାଲିକର୍ମ ପାଇଁ ଦୁଇ ଦୁଇ ଧାଡ଼ି ଡାଳିମ୍ବ କଲା। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଓ ସେହି ଦୁଇ ଜାଲିକର୍ମ ନିମନ୍ତେ ଚାରି ଶହ ଡାଳିମ୍ବ; ଅର୍ଥାତ୍, ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ପ୍ରତ୍ୟେକ ଜାଲିକର୍ମ ପାଇଁ ଦୁଇ ଦୁଇ ଧାଡ଼ି ଡାଳିମ୍ବ କଲା। Se kapitlet |