Online Bibel

- Annoncer -




2 ବଂଶାବଳୀ 4:4 - ପବିତ୍ର ବାଇବଲ

4 ବାରଟି ବୃହତ୍ ଷଣ୍ଢର ପ୍ରତିମୂର୍ତ୍ତି ଉପରେ ଏହି ବୃହତ୍ ପିତ୍ତଳର କୁଣ୍ଡକୁ ରଖାଯାଇଥିଲା। ତିନୋଟି ଷଣ୍ଢ ଉତ୍ତର ଦିଗକୁ ମୁହଁ କରିଥିଲେ। ତିନୋଟି ଷଣ୍ଢ ପଶ୍ଚିମ ଦିଗକୁ ମୁହଁ କରିଥିଲେ। ତିନୋଟି ଷଣ୍ଢ ଦକ୍ଷିଣ ଦିଗକୁ ମୁହଁ କରିଥିଲେ। ତିନୋଟି ଷଣ୍ଢ ପୂର୍ବ ଦିଗକୁ ମୁହଁ କରିଥିଲେ। ଏକ ବୃହତ୍ ପିତ୍ତଳ କୁଣ୍ତକୁ ଏହି ଷଣ୍ଢଗୁଡ଼ିକ ଉପରେ ରଖା ଯାଇଥିଲା। ସବୁ ଷଣ୍ଢଗୁଡ଼ିକ ବାହାର ଆଡ଼କୁ ମୁହଁ କରି ଛିଡ଼ା ହୋଇଥିଲେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

4 ସେହି ପାତ୍ର ବାର ଗୋରୁ ଉପରେ ସ୍ଥାପିତ ଥିଲା, ତିନିର ମୁଖ ଉତ୍ତରକୁ ଓ ତିନିର ମୁଖ ପଶ୍ଚିମକୁ ଓ ତିନିର ମୁଖ ଦକ୍ଷିଣକୁ ଓ ତିନିର ମୁଖ ପୂର୍ବକୁ ଥିଲା; ପୁଣି ସମୁଦ୍ରରୂପ ପାତ୍ର ସେମାନଙ୍କ ଉପରେ ଅବସ୍ଥାପିତ ଓ ସେମାନଙ୍କ ପଶ୍ଚାଦ୍ଭାଗସବୁ ଭିତରକୁ ଥିଲା।

Se kapitlet Kopi

ଓଡିଆ ବାଇବେଲ

4 ସେହି ପାତ୍ର ବାର ଗୋରୁ ଉପରେ ସ୍ଥାପିତ ଥିଲା, ତିନିର ମୁଖ ଉତ୍ତରକୁ ଓ ତିନିର ମୁଖ ପଶ୍ଚିମକୁ ଓ ତିନିର ମୁଖ ଦକ୍ଷିଣକୁ ଓ ତିନିର ମୁଖ ପୂର୍ବକୁ ଥିଲା; ପୁଣି ସମୁଦ୍ରରୂପ ପାତ୍ର ସେମାନଙ୍କ ଉପରେ ଅବସ୍ଥାପିତ ଓ ସେମାନଙ୍କ ପଶ୍ଚାଦ୍‍ଭାଗସବୁ ଭିତରକୁ ଥିଲା।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେହି ପାତ୍ର ବାର ଗୋରୁ ଉପରେ ସ୍ଥାପିତ ଥିଲା, ତିନିର ମୁଖ ଉତ୍ତରକୁ ଓ ତିନିର ମୁଖ ପଶ୍ଚିମକୁ ଓ ତିନିର ମୁଖ ଦକ୍ଷିଣକୁ ଓ ତିନିର ମୁଖ ପୂର୍ବକୁ ଥିଲା; ପୁଣି ସମୁଦ୍ରରୂପ ପାତ୍ର ସେମାନଙ୍କ ଉପରେ ଅବସ୍ଥାପିତ ଓ ସେମାନଙ୍କ ପଶ୍ଚାଦ୍‍ଭାଗସବୁ ଭିତରକୁ ଥିଲା।

Se kapitlet Kopi




2 ବଂଶାବଳୀ 4:4

Følg os:

Annoncer


Annoncer