Online Bibel

- Annoncer -

2 ବଂଶାବଳୀ 4:7 - ପବିତ୍ର ବାଇବଲ

7 ସେମାନଙ୍କର ନିର୍ଦ୍ଦେଶଗୁଡ଼ିକୁ ଅନୁସରଣ କରି ଶଲୋମନ ସୁନାର ଦଶ ଗୋଟି ବତୀଦଣ୍ଡ ନିର୍ମାଣ କଲେ। ସେହି ବତୀଦଣ୍ଡଗୁଡ଼ିକ ମନ୍ଦିରରେ ଖଞ୍ଜାଗଲା। ପ୍ରତ୍ୟେକ ଦକ୍ଷିଣ ଓ ବାମ ପାର୍ଶ୍ୱରେ ପାଞ୍ଚୋଟି ବତୀଦଣ୍ଡ ଖଞ୍ଜା ହେଲା।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

7 ଆଉ ସେ ଦୀପବୃକ୍ଷ ବିଷୟକ ବିଧାନାନୁସାରେ ଦଶ ସୁବର୍ଣ୍ଣମୟ ଦୀପବୃକ୍ଷ ନିର୍ମାଣ କଲେ; ଆଉ ପାଞ୍ଚୋଟି ଦକ୍ଷିଣ ଭାଗରେ ଓ ପାଞ୍ଚୋଟି ବାମ ଭାଗରେ ମନ୍ଦିରରେ ସ୍ଥାପନ କଲେ।

Se kapitlet Kopi

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ ସେ ଦୀପବୃକ୍ଷ ବିଷୟକ ବିଧାନାନୁସାରେ ଦଶ ସୁବର୍ଣ୍ଣମୟ ଦୀପବୃକ୍ଷ ନିର୍ମାଣ କଲେ; ଆଉ ପାଞ୍ଚୋଟି ଦକ୍ଷିଣ ଭାଗରେ ଓ ପାଞ୍ଚୋଟି ବାମ ଭାଗରେ ମନ୍ଦିରରେ ସ୍ଥାପନ କଲେ।

Se kapitlet Kopi

2 ବଂଶାବଳୀ 4:7

Følg os:

Annoncer

Annoncer