Online Bibel

- Annoncer -




2 ବଂଶାବଳୀ 6:30 - ପବିତ୍ର ବାଇବଲ

30 ତେବେ ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣ, ଯେଉଁଠାରେ ତୁମ୍ଭେ ବାସ କର, ଓ କ୍ଷମା ଦିଅ। ପ୍ରତ୍ୟେକ ବ୍ୟକ୍ତିକୁ ତାହାର ପ୍ରାପ୍ୟନୁସାରେ ଦିଅ। କେବଳ ତୁମ୍ଭେ ହିଁ ଜାଣ ଯେ, ଜଣେ ବ୍ୟକ୍ତିର ହୃଦୟରେ କ’ଣ ଅଛ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

30 ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ଵର୍ଗରୁ ତାହା ଶ୍ରବଣ କରି କ୍ଷମା କର, ଆଉ ପ୍ରତ୍ୟେକ ମନୁଷ୍ୟର ଅନ୍ତଃକରଣ ଜାଣି ତାହାର ସକଳ ଗତି ଅନୁସାରେ ପ୍ରତିଫଳ ଦିଅ, କାରଣ ତୁମ୍ଭେ, କେବଳ ତୁମ୍ଭେ ହିଁ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ ଜାଣୁଅଛ।

Se kapitlet Kopi

ଓଡିଆ ବାଇବେଲ

30 ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ୱର୍ଗରୁ ତାହା ଶ୍ରବଣ କରି କ୍ଷମା କର, ଆଉ ପ୍ରତ୍ୟେକ ମନୁଷ୍ୟର ଅନ୍ତଃକରଣ ଜାଣି ତାହାର ସକଳ ଗତି ଅନୁସାରେ ପ୍ରତିଫଳ ଦିଅ, କାରଣ ତୁମ୍ଭେ, କେବଳ ତୁମ୍ଭେ ହିଁ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ ଜାଣୁଅଛ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରୁ ତାହା ଶ୍ରବଣ କରି କ୍ଷମା କର, ଆଉ ପ୍ରତ୍ୟେକ ମନୁଷ୍ୟର ଅନ୍ତଃକରଣ ଜାଣି ତାହାର ସକଳ ଗତି ଅନୁସାରେ ପ୍ରତିଫଳ ଦିଅ, କାରଣ ତୁମ୍ଭେ, କେବଳ ତୁମ୍ଭେ ହିଁ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ ଜାଣୁଅଛ।

Se kapitlet Kopi




2 ବଂଶାବଳୀ 6:30

Følg os:

Annoncer


Annoncer