2 ବଂଶାବଳୀ 8:15 - ପବିତ୍ର ବାଇବଲ15 ଯାଜକ ଓ ଲେବୀୟମାନେ ଠିକ୍ ସେହିପରି କଲେ, ଯାହା ଶଲୋମନ ସେମାନଙ୍କୁ ମନ୍ଦିରରେ ଏବଂ ଏହାର କୋଷାଗାରରେ କରିବା ପାଇଁ କହିଥିଲେ। Se kapitletପବିତ୍ର ବାଇବଲ (Re-edited) - (BSI)15 ଆଉ ସେମାନେ କୌଣସି ବିଷୟରେ ଅବା ଭଣ୍ତାର ବିଷୟରେ ଯାଜକମାନଙ୍କ ପ୍ରତି ଓ ଲେବୀୟମାନଙ୍କ ପ୍ରତି ରାଜାଙ୍କର ଆଜ୍ଞା ଅନ୍ୟଥା କଲେ ନାହିଁ। Se kapitletଓଡିଆ ବାଇବେଲ15 ଆଉ ସେମାନେ କୌଣସି ବିଷୟରେ ଅବା ଭଣ୍ଡାର ବିଷୟରେ ଯାଜକମାନଙ୍କ ପ୍ରତି ଓ ଲେବୀୟମାନଙ୍କ ପ୍ରତି ରାଜାଙ୍କର ଆଜ୍ଞା ଅନ୍ୟଥା କଲେ ନାହିଁ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ ସେମାନେ କୌଣସି ବିଷୟରେ ଅବା ଭଣ୍ଡାର ବିଷୟରେ ଯାଜକମାନଙ୍କ ପ୍ରତି ଓ ଲେବୀୟମାନଙ୍କ ପ୍ରତି ରାଜାଙ୍କର ଆଜ୍ଞା ଅନ୍ୟଥା କଲେ ନାହିଁ। Se kapitlet |