Online Bibel

- Annoncer -




2 ବଂଶାବଳୀ 9:21 - ପବିତ୍ର ବାଇବଲ

21 ରାଜା ଶଲୋମନଙ୍କର ଜାହାଜମାନ ଥିଲା, ଯେଉଁଗୁଡ଼ିକ କି ତର୍ଶୀଶକୁ ଯାଉଥିଲା। ହୂର‌ମ୍‌ଙ୍କ ଲୋକମାନେ ଶଲୋମନଙ୍କ ଜାହାଜର ନାବିକ ଥିଲେ। ପ୍ରତି ତିନି ବର୍ଷରେ ଥରେ ସେହି ଜାହାଜଗୁଡ଼ିକ ଶଲୋମନଙ୍କ ନିକଟକୁ ସୁନା, ରୂପା, ହାତୀଦାନ୍ତ, ମାଙ୍କଡ଼ ଓ ମୟୁରମାନ ବହି ଆଣୁଥିଲେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

21 କାରଣ ହୂରମ୍ର ଦାସମାନଙ୍କ ସଙ୍ଗେ ରାଜାଙ୍କର ତର୍ଶୀଶ୍ଗାମୀ ଜାହାଜମାନ ଥିଲେ; ସେହି ତର୍ଶୀଶ୍ର ଜାହାଜମାନ ତିନି ବର୍ଷରେ ଥରେ ସୁନା ଓ ରୂପା ଓ ହସ୍ତୀଦନ୍ତ, ପୁଣି ବାନର ଓ ମୟୂର ନେଇ ଆସନ୍ତି।

Se kapitlet Kopi

ଓଡିଆ ବାଇବେଲ

21 କାରଣ ହୂରମ୍‍ର ଦାସମାନଙ୍କ ସଙ୍ଗେ ରାଜାଙ୍କର ତର୍ଶୀଶ୍‍ଗାମୀ ଜାହାଜମାନ ଥିଲେ; ସେହି ତର୍ଶୀଶ୍‍ର ଜାହାଜମାନ ତିନି ବର୍ଷରେ ଥରେ ସୁନା ଓ ରୂପା ଓ ହସ୍ତୀଦନ୍ତ, ପୁଣି ବାନର ଓ ମୟୂର ନେଇ ଆସନ୍ତି।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 କାରଣ ହୂରମ୍‍ର ଦାସମାନଙ୍କ ସଙ୍ଗେ ରାଜାଙ୍କର ତର୍ଶୀଶଗାମୀ ଜାହାଜମାନ ଥିଲେ; ସେହି ତର୍ଶୀଶର ଜାହାଜମାନ ତିନି ବର୍ଷରେ ଥରେ ସୁନା ଓ ରୂପା ଓ ହସ୍ତୀଦନ୍ତ, ପୁଣି ବାନର ଓ ମୟୂର ନେଇ ଆସନ୍ତି।

Se kapitlet Kopi




2 ବଂଶାବଳୀ 9:21

Følg os:

Annoncer


Annoncer