2 ବଂଶାବଳୀ 9:7 - ପବିତ୍ର ବାଇବଲ7 ତୁମ୍ଭର ଲୋକମାନେ ଓ ସେବକଗଣ ଅତ୍ୟନ୍ତ ସୌଭାଗ୍ୟଶାଳୀ ଅଟନ୍ତି। ସେମାନେ ଆପଣଙ୍କର ସେବା କରିବା ସମୟରେ ଆପଣଙ୍କ ଜ୍ଞାନର କଥା ଶୁଣିପାରନ୍ତି। Se kapitletପବିତ୍ର ବାଇବଲ (Re-edited) - (BSI)7 ଆପଣଙ୍କ ଲୋକମାନେ ଧନ୍ୟ, ଆପଣଙ୍କର ଏହି ଦାସମାନେ ଧନ୍ୟ, ସେମାନେ ନିତ୍ୟ ଆପଣଙ୍କ ସମ୍ମୁଖରେ ଠିଆ ହୋଇ ଆପଣଙ୍କ ଜ୍ଞାନର କଥା ଶୁଣନ୍ତି। Se kapitletଓଡିଆ ବାଇବେଲ7 ଆପଣଙ୍କ ଲୋକମାନେ ଧନ୍ୟ, ଆପଣଙ୍କର ଏହି ଦାସମାନେ ଧନ୍ୟ, ସେମାନେ ନିତ୍ୟ ଆପଣଙ୍କ ସମ୍ମୁଖରେ ଠିଆ ହୋଇ ଆପଣଙ୍କ ଜ୍ଞାନର କଥା ଶୁଣନ୍ତି। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆପଣଙ୍କ ଲୋକମାନେ ଧନ୍ୟ, ଆପଣଙ୍କର ଏହି ଦାସମାନେ ଧନ୍ୟ, ସେମାନେ ନିତ୍ୟ ଆପଣଙ୍କ ସମ୍ମୁଖରେ ଠିଆ ହୋଇ ଆପଣଙ୍କ ଜ୍ଞାନର କଥା ଶୁଣନ୍ତି। Se kapitlet |