Online Bibel

- Annoncer -




୨ ଯୋହନ 1:5 - ପବିତ୍ର ବାଇବଲ

5 ପ୍ରିୟ ମହାଶୟା। ମୁଁ ତୁମ୍ଭକୁ କହୁଛି: ଆମ୍ଭେ ସମସ୍ତେ ପରସ୍ପରକୁ ପ୍ରେମ କରିବା ଉଚିତ୍। ଏହା ଏକ ନୂତନ ଆଜ୍ଞା ନୁହେଁ। ଏହା ସେହି ଆଜ୍ଞା, ଯାହା ଆମ୍ଭମାନଙ୍କ ନିକଟରେ ଆରମ୍ଭରୁ ଅଛି।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

5 ହେ ଭଦ୍ରେ, ଏବେ ମୁଁ ଯେ ତୁମ୍ଭ ନିକଟକୁ କୌଣସି ନୂଆ ଆଜ୍ଞା ଲେଖୁଅଛି, ତାହା ନୁହେଁ, ମାତ୍ର ଆଦ୍ୟରୁ ପ୍ରାପ୍ତ ଆଜ୍ଞାଟି ଲେଖି ଅନୁରୋଧ କରୁଅଛି ଯେ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ।

Se kapitlet Kopi

ଓଡିଆ ବାଇବେଲ

5 ହେ ଭଦ୍ରେ, ଏବେ ମୁଁ ଯେ ତୁମ୍ଭ ନିକଟକୁ କୌଣସି ନୂଆ ଆଜ୍ଞା ଲେଖୁଅଛି, ତାହା ନୁହେଁ, ମାତ୍ର ଆଦ୍ୟରୁ ପ୍ରାପ୍ତ ଆଜ୍ଞାଟି ଲେଖି ଅନୁରୋଧ କରୁଅଛି ଯେ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ ।

Se kapitlet Kopi

ପବିତ୍ର ବାଇବଲ (CL) NT (BSI)

5 ପ୍ରିୟ ଭଦ୍ରମହିଳା, ତୁମକୁ ମୋର କହିବାର କଥା, ଆମେ ପରସ୍ପରକୁ ପ୍ରେମ କରିବା ଉଚିତ। ଏହା ଗୋଟଏ ନୂଆ ଆଦେଶ ନୁହେଁ, ଆଦ୍ୟରୁ ଆମେ ଏହି ଆଦେଶ ପାଇଅଛୁ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ହେ ଭଦ୍ରେ, ଏବେ ମୁଁ ଯେ ତୁମ୍ଭ ନିକଟକୁ କୌଣସି ନୂଆ ଆଜ୍ଞା ଲେଖୁଅଛି, ତାହା ନୁହେଁ, ମାତ୍ର ଆଦ୍ୟରୁ ପ୍ରାପ୍ତ ଆଜ୍ଞାଟି ଲେଖି ଅନୁରୋଧ କରୁଅଛି ଯେ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ।

Se kapitlet Kopi




୨ ଯୋହନ 1:5

Følg os:

Annoncer


Annoncer