Online Bibel

- Annoncer -




2 ରାଜାବଳୀ 1:9 - ପବିତ୍ର ବାଇବଲ

9 ଅନନ୍ତର ଅହସିୟ ଜଣେ ଅଧିନାୟକ ଓ ପଗ୍ଭଶ୍ ଲୋକଙ୍କୁ ଏଲିୟଙ୍କ ନିକଟକୁ ପଠାଇଲେ। ଅଧିନାୟକ ଉପରକୁ ଯାଇ ଏଲିୟଙ୍କୁ ମିଶିଲେ ଯିଏ ପର୍ବତ ଉପରେ ବସିଥିଲେ ଓ କହିଲେ, “ହେ ପରମେଶ୍ୱରଙ୍କ ଲୋକ, ଦୟାକରି ‘ତଳକୁ ଆସ।’” କାରଣ ରାଜା ଆପଣଙ୍କୁ ଗ୍ଭହାନ୍ତି।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

9 ତେବେ ରାଜା ତାଙ୍କ ନିକଟକୁ ଜଣେ ପଚାଶପତିକି ତାହାର ପଚାଶ ଲୋକ ସହିତ ପଠାଇଲେ। ତହୁଁ ସେ ତାଙ୍କ ନିକଟକୁ ଗଲା; ଆଉ ଦେଖ, ଏଲୀୟ ପର୍ବତଶୃଙ୍ଗରେ ବସିଥିଲେ। ଏଥିରେ ସେ ତାଙ୍କୁ କହିଲା, ହେ ପରମେଶ୍ଵରଙ୍କ ଲୋକ, ରାଜା କହିଅଛନ୍ତି, ତଳକୁ ଆସ।

Se kapitlet Kopi

ଓଡିଆ ବାଇବେଲ

9 ତେବେ ରାଜା ଏଲୀୟଙ୍କ ନିକଟକୁ ଜଣେ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ତହୁଁ ପଚାଶପତି ଏଲୀୟଙ୍କ ନିକଟକୁ ଗଲା; ଆଉ ଦେଖ, ଏଲୀୟ ପର୍ବତ ଶୃଙ୍ଗରେ ବସିଥିଲେ। ଏଥିରେ ପଚାଶପତି ତାଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ରାଜା କହିଅଛନ୍ତି, ତଳକୁ ଆସ।”

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତେବେ ରାଜା ଏଲୀୟଙ୍କ ନିକଟକୁ ଜଣେ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ତହୁଁ ପଚାଶପତି ଏଲୀୟଙ୍କ ନିକଟକୁ ଗଲା; ଆଉ ଦେଖ, ଏଲୀୟ ପର୍ବତ ଶୃଙ୍ଗରେ ବସିଥିଲେ। ଏଥିରେ ପଚାଶପତି ତାଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ରାଜା କହିଅଛନ୍ତି, ‘ତଳକୁ ଆସ।’”

Se kapitlet Kopi




2 ରାଜାବଳୀ 1:9

Følg os:

Annoncer


Annoncer