Online Bibel

- Annoncer -




2 ଶାମୁୟେଲ 10:16 - ପବିତ୍ର ବାଇବଲ

16 ହଦଦେଷର ପୁରୁଷ ଲୋକ ପଠାଇ ଫରାତ୍ ନଦୀ ଆରପାରିରେ ଅରାମୀୟମାନଙ୍କୁ ଅଣାଇଲେ। ତେଣୁ ସେମାନେ ହେଲେମକୁ ଆସିଲେ। ହଦଦେଷର ସେନାପତି ଶୋବକ ସେମାନଙ୍କର ନେତା ଥିଲା।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

16 ପୁଣି ହଦଦେଷର ଲୋକ ପଠାଇ ନଦୀର ସେପାରିସ୍ଥିତ ଅରାମୀୟମାନଙ୍କୁ ଅଣାଇଲା; ତହୁଁ ସେମାନେ ହେଲମକୁ ଆସିଲେ; ହଦଦେଷରର ସେନାପତି ଶୋବକ ସେମାନଙ୍କର ଅଗ୍ରଗାମୀ ଥିଲା।

Se kapitlet Kopi

ଓଡିଆ ବାଇବେଲ

16 ପୁଣି ହଦଦେଷର ଲୋକ ପଠାଇ ଫରାତ୍ ନଦୀର ସେପାରିସ୍ଥିତ ଅରାମୀୟମାନଙ୍କୁ ଅଣାଇଲା; ତହୁଁ ସେମାନେ ହେଲମକୁ ଆସିଲେ; ହଦଦେଷରର ସେନାପତି ଶୋବକ ସେମାନଙ୍କର ଅଗ୍ରଗାମୀ ଥିଲା।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି ହଦଦେଷର ଲୋକ ପଠାଇ ଫରାତ୍‍ ନଦୀର ସେପାରିସ୍ଥିତ ଅରାମୀୟମାନଙ୍କୁ ଅଣାଇଲା; ତହୁଁ ସେମାନେ ହେଲମକୁ ଆସିଲେ; ହଦଦେଷରର ସେନାପତି ଶୋବକ ସେମାନଙ୍କର ଅଗ୍ରଗାମୀ ଥିଲା।

Se kapitlet Kopi




2 ଶାମୁୟେଲ 10:16

Følg os:

Annoncer


Annoncer