Online Bibel

- Annoncer -




2 ଶାମୁୟେଲ 10:2 - ପବିତ୍ର ବାଇବଲ

2 ଦାଉଦ କହିଲେ, “ମୁଁ ହାନୂନ୍ ପ୍ରତି ବିଶେଷ କରୁଣା ପ୍ରକାଶ କରିବାକୁ ଯାଉଅଛି କାରଣ ତା'ର ପିତା ନାହଶ ମୋ’ ପ୍ରତି ବହୁତ ବିଶ୍ୱସ୍ତ ଓ ଦୟାବାନ ଥିଲା।” ତେଣୁ ତାକୁ ପିତୃ ଶୋକରୁ ସାନ୍ତ୍ୱନା ଦେବା ପାଇଁ ଦାଉଦ ନିଜର ପଦାଧିକାରୀ କର୍ମଗ୍ଭରୀମାନଙ୍କୁ ତାଙ୍କ ନିକଟକୁ ପଠାଇଲେ। ସେମାନେ ଅମ୍ମୋନର ଭୂମିରେ ପହଞ୍ଚିଲେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

2 ତହିଁରେ ଦାଉଦ କହିଲେ, ହାନୂନର ପିତା ନାହଶ ଯେପରି ମୋʼ ପ୍ରତି ଦୟା ପ୍ରକାଶ କରିଥିଲା, ସେପରି ମୁଁ ହାନୂନ୍ ପ୍ରତି ଦୟା ପ୍ରକାଶ କରିବି। ତେଣୁ ତାହାକୁ ପିତୃଶୋକରୁ ସାନ୍ତ୍ଵନା କରିବା ନିମନ୍ତେ ଦାଉଦ ଆପଣା ଦାସମାନଙ୍କୁ ପଠାଇଲେ। ତହୁଁ ଦାଉଦଙ୍କର ଦାସମାନେ ଅମ୍ମୋନ-ସନ୍ତାନଗଣର ଦେଶରେ ଉପସ୍ଥିତ ହେଲେ।

Se kapitlet Kopi

ଓଡିଆ ବାଇବେଲ

2 ତହିଁରେ ଦାଉଦ କହିଲେ, “ହାନୂନ୍‍ର ପିତା ନାହଶ ଯେପରି ମୋ’ ପ୍ରତି ଦୟା ପ୍ରକାଶ କରିଥିଲା, ସେପରି ମୁଁ ହାନୂନ୍‍ ପ୍ରତି ଦୟା ପ୍ରକାଶ କରିବି।” ତେଣୁ ତାହାକୁ ପିତୃଶୋକରୁ ସାନ୍ତ୍ୱନା କରିବା ନିମନ୍ତେ ଦାଉଦ ଆପଣା ଦାସମାନଙ୍କୁ ପଠାଇଲେ। ତହୁଁ ଦାଉଦଙ୍କର ଦାସମାନେ ଅମ୍ମୋନ-ସନ୍ତାନଗଣର ଦେଶରେ ଉପସ୍ଥିତ ହେଲେ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହିଁରେ ଦାଉଦ କହିଲେ, “ହାନୂନ୍‍ର ପିତା ନାହଶ୍‍ ଯେପରି ମୋʼ ପ୍ରତି ଦୟା ପ୍ରକାଶ କରିଥିଲା, ସେପରି ମୁଁ ହାନୂନ୍‍ ପ୍ରତି ଦୟା ପ୍ରକାଶ କରିବି।” ତେଣୁ ତାହାକୁ ପିତୃଶୋକରୁ ସାନ୍ତ୍ୱନା କରିବା ନିମନ୍ତେ ଦାଉଦ ଆପଣା ଦାସମାନଙ୍କୁ ପଠାଇଲେ। ତହୁଁ ଦାଉଦଙ୍କର ଦାସମାନେ ଅମ୍ମୋନ-ସନ୍ତାନଗଣର ଦେଶରେ ଉପସ୍ଥିତ ହେଲେ।

Se kapitlet Kopi




2 ଶାମୁୟେଲ 10:2

Følg os:

Annoncer


Annoncer