Online Bibel

- Annoncer -




2 ଶାମୁୟେଲ 11:23 - ପବିତ୍ର ବାଇବଲ

23 ସେହି ଦୂତ ଜଣକ ରାଜା ଦାଉଦଙ୍କୁ କହିଲା, “ସେହି ଅମ୍ମୋନୀୟ ଲୋକମାନେ ଆମ୍ଭମାନଙ୍କୁ ଖୋଲା ପଡ଼ିଆରେ ଆକ୍ରମଣ କଲେ, ତା'ପରେ ଆମ୍ଭେ ନଗରର ଫାଟକ ପର୍ଯ୍ୟନ୍ତ ସେମାନଙ୍କୁ ଘଉଡ଼େଇ ନେଲୁ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

23 ସେହି ଦୂତ ଦାଉଦଙ୍କୁ କହିଲା, ସେ ଲୋକମାନେ ଆମ୍ଭମାନଙ୍କ ଉପରେ ପ୍ରବଳ ହୋଇ ପଦାକୁ ଆମ୍ଭମାନଙ୍କ ନିକଟକୁ ବାହାରି ଆସିଲେ, ତହୁଁ ଆମ୍ଭେମାନେ ଦ୍ଵାର-ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସେମାନଙ୍କୁ ଆକ୍ରମଣ କରି କରି ଗଲୁ।

Se kapitlet Kopi

ଓଡିଆ ବାଇବେଲ

23 ସେହି ଦୂତ ଦାଉଦଙ୍କୁ କହିଲା, “ସେ ଲୋକମାନେ ଆମ୍ଭମାନଙ୍କ ଉପରେ ପ୍ରବଳ ହୋଇ ପଦାକୁ ଆମ୍ଭମାନଙ୍କ ନିକଟକୁ ବାହାରି ଆସିଲେ, ତହୁଁ ଆମ୍ଭେମାନେ ଦ୍ୱାର-ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସେମାନଙ୍କୁ ଆକ୍ରମଣ କରି କରି ଗଲୁ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସେହି ଦୂତ ଦାଉଦଙ୍କୁ କହିଲା, “ସେ ଲୋକମାନେ ଆମ୍ଭମାନଙ୍କ ଉପରେ ପ୍ରବଳ ହୋଇ ପଦାକୁ ଆମ୍ଭମାନଙ୍କ ନିକଟକୁ ବାହାରି ଆସିଲେ, ତହୁଁ ଆମ୍ଭେମାନେ ଦ୍ୱାର-ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସେମାନଙ୍କୁ ଆକ୍ରମଣ କରି କରି ଗଲୁ।

Se kapitlet Kopi




2 ଶାମୁୟେଲ 11:23

Følg os:

Annoncer


Annoncer