2 ଶାମୁୟେଲ 11:27 - ପବିତ୍ର ବାଇବଲ27 ଶୋକ କରିବାର ସମୟ ଗତ ହେବାପରେ ଦାଉଦ ଲୋକ ପଠାଇ ବତ୍ଶେବାକୁ ନିଜ ଗୃହକୁ ଡକାଇଲେ। ତା'ପରେ ସେ ଦାଉଦଙ୍କର ସ୍ତ୍ରୀ ହୋଇ ରହିଲା ଓ ସେ ଦାଉଦ ପାଇଁ ଏକ ପୁତ୍ରକୁ ଜନ୍ମ ଦେଲା। ମାତ୍ର ଦାଉଦ ଏପରି ଯେଉଁ କାର୍ଯ୍ୟ କଲେ, ସେଥିରେ ସଦାପ୍ରଭୁ ସନ୍ତୁଷ୍ଟ ହେଲେ ନାହିଁ। Se kapitletପବିତ୍ର ବାଇବଲ (Re-edited) - (BSI)27 ପୁଣି ଶୋକ କରିବା ସମୟ ଗତ ହୁଅନ୍ତେ, ଦାଉଦ ଲୋକ ପଠାଇ ତାହାକୁ ଆପଣା ଗୃହକୁ ନେଲେ, ତହୁଁ ସେ ତାଙ୍କର ଭାର୍ଯ୍ୟା ହେଲା ଓ ତାଙ୍କର ଏକ ପୁତ୍ର ପ୍ରସବ କଲା। ମାତ୍ର ଦାଉଦ ଏହି ଯେଉଁ କର୍ମ କଲେ, ତାହା ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ଥିଲା। Se kapitletଓଡିଆ ବାଇବେଲ27 ପୁଣି ଶୋକ କରିବା ସମୟ ଗତ ହୁଅନ୍ତେ, ଦାଉଦ ଲୋକ ପଠାଇ ତାହାକୁ ଆପଣା ଗୃହକୁ ନେଲେ, ତହୁଁ ସେ ତାଙ୍କର ଭାର୍ଯ୍ୟା ହେଲା ଓ ତାଙ୍କର ଏକ ପୁତ୍ର ପ୍ରସବ କଲା। ମାତ୍ର ଦାଉଦ ଏହି ଯେଉଁ କର୍ମ କଲେ, ତାହା ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ଥିଲା। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ପୁଣି ଶୋକ କରିବା ସମୟ ଗତ ହୁଅନ୍ତେ, ଦାଉଦ ଲୋକ ପଠାଇ ତାହାକୁ ଆପଣା ଗୃହକୁ ନେଲେ, ତହୁଁ ସେ ତାଙ୍କର ଭାର୍ଯ୍ୟା ହେଲା ଓ ତାଙ୍କର ଏକ ପୁତ୍ର ପ୍ରସବ କଲା। ମାତ୍ର ଦାଉଦ ଏହି ଯେଉଁ କର୍ମ କଲେ, ତାହା ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ଥିଲା। Se kapitlet |