2 ଶାମୁୟେଲ 11:3 - ପବିତ୍ର ବାଇବଲ3 ତେଣୁ ଦାଉଦ ତାଙ୍କର କର୍ମଗ୍ଭରୀମାନଙ୍କୁ ପଠାଇ ସେହି ସ୍ତ୍ରୀ ବିଷୟରେ ବୁଝିଲେ। ସେ ଜାଣିବାକୁ ପାଇଲେ ଯେ, “ସେ ହେଉଛନ୍ତି ଇଲିୟାମର ଝିଅ ହିତ୍ତୀୟ ଊରିୟର ସ୍ତ୍ରୀ, ବତ୍ଶେବା।” Se kapitletପବିତ୍ର ବାଇବଲ (Re-edited) - (BSI)3 ତେଣୁ ଦାଉଦ ସେହି ସ୍ତ୍ରୀର ବିଷୟ ବୁଝିବା ପାଇଁ ଲୋକ ପଠାନ୍ତେ ଜଣେ କହିଲା, ସେ କʼଣ ଇଲୀୟାମର କନ୍ୟା ହିତ୍ତୀୟ ଊରୀୟର ଭାର୍ଯ୍ୟା ବତ୍ଶେବା ନୁହେଁ? Se kapitletଓଡିଆ ବାଇବେଲ3 ତେଣୁ ଦାଉଦ ସେହି ସ୍ତ୍ରୀର ବିଷୟ ବୁଝିବା ପାଇଁ ଲୋକ ପଠାନ୍ତେ ଜଣେ କହିଲା, “ସେ କ’ଣ ଇଲୀୟାମର କନ୍ୟା ହିତ୍ତୀୟ ଊରୀୟର ଭାର୍ଯ୍ୟା ବତ୍ଶେବା ନୁହେଁ ?” Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତେଣୁ ଦାଉଦ ସେହି ସ୍ତ୍ରୀର ବିଷୟ ବୁଝିବା ପାଇଁ ଲୋକ ପଠାନ୍ତେ ଜଣେ କହିଲା, “ସେ କʼଣ ଇଲୀୟାମର କନ୍ୟା ହିତ୍ତୀୟ ଊରୀୟର ଭାର୍ଯ୍ୟା ବତ୍ଶେବା ନୁହେଁ?” Se kapitlet |