Online Bibel

- Annoncer -




2 ଶାମୁୟେଲ 11:8 - ପବିତ୍ର ବାଇବଲ

8 ତା'ପରେ ଦାଉଦ ଊରିୟକୁ କହିଲେ ଠିକ୍ ଅଛି, “ବର୍ତ୍ତମାନ ତୁମ୍ଭେ ଗୃହକୁ ଯାଇ ବିଶ୍ରାମ ନିଅ।” ତା'ପରେ ଊରିୟ ରାଜାଙ୍କ ପାଖରୁ ଗ୍ଭଲିଗଲା। ରାଜା ଊରିୟଙ୍କ ପାଖକୁ କିଛି ଉପହାର ପଠାଇଲେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି ଦାଉଦ ଊରୀୟକୁ କହିଲେ, ଆପଣା ଗୃହକୁ ଯାଇ ପାଦ ପ୍ରକ୍ଷାଳନ କର। ତହିଁରେ ଊରୀୟ ରାଜଗୃହରୁ ବାହାରିଗଲା, ପୁଣି ତାʼ ପଛେ ପଛେ ରାଜାଙ୍କ ନିକଟରୁ ଖାଦ୍ୟଦ୍ରବ୍ୟ ଗଲା।

Se kapitlet Kopi

ଓଡିଆ ବାଇବେଲ

8 ପୁଣି ଦାଉଦ ଊରୀୟକୁ କହିଲେ, “ଆପଣା ଗୃହକୁ ଯାଇ ପାଦ ପ୍ରକ୍ଷାଳନ କର।” ତହିଁରେ ଊରୀୟ ରାଜଗୃହରୁ ବାହାରିଗଲା, ପୁଣି ତା’ ପଛେ ପଛେ ରାଜାଙ୍କ ନିକଟରୁ ଉପହାର ଗଲା।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି ଦାଉଦ ଊରୀୟକୁ କହିଲେ, “ଆପଣା ଗୃହକୁ ଯାଇ ପାଦ ପ୍ରକ୍ଷାଳନ କର।” ତହିଁରେ ଊରୀୟ ରାଜଗୃହରୁ ବାହାରିଗଲା, ପୁଣି ତାʼ ପଛେ ପଛେ ରାଜାଙ୍କ ନିକଟରୁ ଉପହାର ଗଲା।

Se kapitlet Kopi




2 ଶାମୁୟେଲ 11:8

Følg os:

Annoncer


Annoncer